ଲେବୀୟ ପୁସ୍ତକ 10:13 - ପବିତ୍ର ବାଇବଲ13 ମୋର ନିର୍ଦ୍ଦେଶ ଅନୁସାରେ ତୁମ୍ଭେମାନେ ସେହି ଶସ୍ୟ ନୈବେଦ୍ୟ ଏକ ପବିତ୍ର ସ୍ଥାନରେ ଖାଇବା ଉଚିତ୍। କାରଣ, ଏହା ତୁମ୍ଭମାନଙ୍କର ଓ ତୁମ୍ଭ ପୁତ୍ରଗଣର ଅଂଶ ସଦାପ୍ରଭୁଙ୍କ ଉପହାରରୁ। ଏହା ମୁଁ ନିର୍ଦ୍ଦେଶ ଦେଲି। Gade chapit laପବିତ୍ର ବାଇବଲ (Re-edited) - (BSI)13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Gade chapit laଓଡିଆ ବାଇବେଲ13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ। Gade chapit la |
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।