ଲେବୀୟ ପୁସ୍ତକ 10:19 - ପବିତ୍ର ବାଇବଲ19 ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?” Gade chapit laପବିତ୍ର ବାଇବଲ (Re-edited) - (BSI)19 ତେବେ ହାରୋଣ ମୋଶାଙ୍କୁ କହିଲେ, ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା? Gade chapit laଓଡିଆ ବାଇବେଲ19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?” Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?” Gade chapit la |
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା'ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।