Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:4 - ପବିତ୍ର ବାଇବଲ

4 ଏହା ପରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକିଲେ ଏବଂ କହିଲେ, “ତୁମ୍ଭେମାନେ ପବିତ୍ର ସ୍ଥାନର ସମ୍ମୁଖକୁ ଯାଅ ଓ ତୁମ୍ଭମାନଙ୍କର ସମ୍ପର୍କୀୟ ଭାଇମାନଙ୍କର ଶବକୁ ଛାଉଣିର ବାହାରକୁ ନେଇଯାଅ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଅନନ୍ତର ମୋଶା ହାରୋଣଙ୍କର ଖୁଡ଼ୁତା ଊଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇ ଯାଅ;

Gade chapit la Kopi

ଓଡିଆ ବାଇବେଲ

4 ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଥିଉତ୍ତାରେ ମୋଶା ହାରୋଣଙ୍କର କକା ଉଷୀୟେଲର ପୁତ୍ର ମୀଶାୟେଲକୁ ଓ ଇଲୀଷାଫନ୍‍କୁ ଡାକି କହିଲେ, “ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇଯାଅ।”

Gade chapit la Kopi




ଲେବୀୟ ପୁସ୍ତକ 10:4
10 Referans Kwoze  

ଉଷୀୟେଲର ସନ୍ତାନ ମୀଶାୟେଲ ଓ ଇଲୀଷାଫନ୍ ଓ ସିଥ୍ରି।


କହାତ 133 ବର୍ଷ ପଞ୍ଚିଥିଲେ। କହାତଙ୍କର ପୁତ୍ରମାନେ ଥିଲେ, ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ,


ତା'ପରେ ଯୁବକମାନେ ତାହାକୁ ଲୁଗାରେ ଗୁଡ଼େଇ ନେଇ ବାହାରକୁ ଗ୍ଭଲିଗଲେ ଓ କବର ଦେଲେ।


ଇଲୀଷାଫନ୍ ଉଷୀୟେଲର ପୁତ୍ର କହାତୀୟ ପରିବାରବର୍ଗର ଅଧିପତି ହେବ।


ପୁଣି ଆପଣା ବଂଶ ଅନୁସାରେ କହାତର ପରିବାରବର୍ଗର ନାମ ଅମ୍ରମ୍, ଯି‌ଷ୍‌ହର, ହିବ୍ରୋଣ ଓ ଉଷୀୟେଲ।


ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।


କହାତଙ୍କର ପୁତ୍ରମାନେ ଥିଲେ ଅମ୍ରାମ୍, ଯିଷହାର, ହିବ୍ରୋଣ ଓ ଉଷିୟେଲ।


ମୋଶା ତମ୍ବୁ ନେଇ ଛାଉଣିଠାରୁ କିଛି ଦୂରରେ ଅଲଗା ଛାଉଣି ସ୍ଥାପନ କଲେ। ସେ ସେହି ତମ୍ବୁର ନାମ “ସମାଗମ-ତମ୍ବୁ ଦେଲେ।” ଯେଉଁ ଲୋକ ସଦାପ୍ରଭୁଙ୍କ ଇଚ୍ଛା ବିଷୟରେ ଜାଣିବାକୁ ଗ୍ଭହିଁଲେ ତାଙ୍କୁ ସେହି ସମାଗମ-ତମ୍ବୁକୁ ଯିବାକୁ ପଡ଼ିଲା।


Swiv nou:

Piblisite


Piblisite