Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:10 - ପବିତ୍ର ବାଇବଲ

10-11 ମାତ୍ର ସମୁଦ୍ର କିମ୍ବା ନଦୀରେ ବାସ କରୁଥିବା ଜଳଚର ପ୍ରାଣୀମାନଙ୍କ ମଧ୍ୟରେ, ଯେଉଁମାନଙ୍କର ଡେଣା ବା କାତି ନାହିଁ, ସେମାନଙ୍କୁ ତୁମ୍ଭେ ଭୋଜନ କରିବ ନାହିଁ। ସଦାପ୍ରଭୁ କୁହନ୍ତି ସେଗୁଡ଼ିକ ଘୃଣ୍ୟଜୀବ, ତୁମ୍ଭେମାନେ ସେମାନଙ୍କର ମାଂସ ଭକ୍ଷ୍ୟଣ କରିବା ଉଚିତ୍ ନୁହେଁ କି ସେମାନଙ୍କର ଶବ ସ୍ପର୍ଶ କରିବା ଉଚିତ୍ ନୁହେଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,

Gade chapit la Kopi

ଓଡିଆ ବାଇବେଲ

10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,

Gade chapit la Kopi




ଲେବୀୟ ପୁସ୍ତକ 11:10
10 Referans Kwoze  

ଅଧର୍ମକାରୀ ଲୋକ ଧାର୍ମିକର ଘୃଣାର ବିଷୟ, ପୁଣି ସରଳ ପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।


ଯଦି ତୃତୀୟ ଦିନରେ ସେହି ମଙ୍ଗଳାର୍ଥକ ବଳିରୁ କିଛି ମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ କିମ୍ବା ତାହା ବଳିଦାନକାରୀ ପକ୍ଷରେ ଗଣାଯିବ ନାହିଁ। ତାହା ଘୃଣାଯୋଗ୍ୟ ହେବ, ଆଉ ଯେଉଁ ବ୍ୟକ୍ତି ତାହା ଭୋଜନ କରିବ ସେ ନିଜର ଅପରାଧ ବହନ କରିବ।


ଜ୍ଞାନୀର ସଙ୍ଗୀ ହୁଅ, ତହିଁରେ ତୁମ୍ଭେ ଜ୍ଞାନୀ ହେବ। ମାତ୍ର ମୂର୍ଖମାନଙ୍କର ସଙ୍ଗୀ କଷ୍ଟଦାୟକ।


“ସଦାପ୍ରଭୁଙ୍କର ଘୃଣ୍ୟଦ୍ରବ୍ୟ ତୁମ୍ଭେମାନେ ଭକ୍ଷ୍ୟଣ କରିବ ନାହିଁ।


କିନ୍ତୁ ଯେଉଁ ଲୋକମାନେ ଭୀରୁ, ଅବିଶ୍ୱାସୀ, ଘୃଣାକାର୍ଯ୍ୟ, ନରହତ୍ୟା, ଯୌନଗତ ପାପ, ମନ୍ଦ କୁହୁକ କରନ୍ତି ଓ ପ୍ରତିମାପୂଜକ ଏବଂ ମିଥ୍ୟାବାଦୀ ସେମାନେ ଅଗ୍ନି ଓ ଗନ୍ଧକ ଜଳୁଥିବା ହ୍ରଦରେ ସ୍ଥାନ ପାଇବେ। ଏହା ଦ୍ୱିତୀୟ ମୃତ୍ୟୁ।’’


ଏହା ପରେ ପରମେଶ୍ୱର କହିଲେ, “ଜଳ ଜୀବିତ ପ୍ରାଣୀରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତୋରଣ ତଳେ ଉଡ଼ନ୍ତୁ।”


“ସମୁଦ୍ର ଓ ନଦୀରେ ବାସ କରୁଥିବା ଜଳଜନ୍ତୁ ମଧ୍ୟରୁ ଯାହାର ଡେଣା ବା କାତି ଅଛି, ସେଗୁଡ଼ିକ ତୁମ୍ଭେମାନେ ଭୋଜନ କରି ପାରିବ।


କିନ୍ତୁ ଜଳରେ ବାସ କରୁଥିବା ଜୀବ ଯେଉଁମାନଙ୍କର ଡେଣା ବା କାତି ନାହିଁ, ସେଗୁଡ଼ିକ ଖାଅ ନାହିଁ, କାରଣ ସେଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ଅଟେ।


Swiv nou:

Piblisite


Piblisite