ଲେବୀୟ ପୁସ୍ତକ 11:20 - ପବିତ୍ର ବାଇବଲ20 “ପୁଣି ଗ୍ଭରି ପାଦ ଗମନକାରୀ ପକ୍ଷ ବିଶିଷ୍ଟ ଜୀବ ସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। Gade chapit laପବିତ୍ର ବାଇବଲ (Re-edited) - (BSI)20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। Gade chapit laଓଡିଆ ବାଇବେଲ20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁଣି, ଚାରି ପାଦରେ ଗମନକାରୀ ପକ୍ଷବିଶିଷ୍ଟ ଜନ୍ତୁସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ। Gade chapit la |
ହେ ସଦାପ୍ରଭୁ, ତୁମ୍ଭେ ଆପଣା ଶକ୍ତି ପ୍ରୟୋଗ କରି ଏ ସଂସାରରୁ ଦୁଷ୍ଟ ଲୋକମାନଙ୍କୁ ନିପାତ କର। ହେ ସଦାପ୍ରଭୁ, ବହୁତ ଲୋକ ତୁମ୍ଭ ପାଖକୁ ସାହାଯ୍ୟ ପାଇଁ ଆସନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କର ଏହି ଇହଲୋକରେ ଅଧିକ କିଛି ଆଶା ନ ଥାଏ। ସେହି ଲୋକମାନଙ୍କୁ ପ୍ରଚୁର ଖାଦ୍ୟ ପ୍ରଦାନ କର। ସେମାନଙ୍କର ଶିଶୁମାନଙ୍କର ଆବଶ୍ୟକତାକୁ ପୂରଣ କର। ସେମାନଙ୍କର ଶିଶୁମାନଙ୍କୁ ଏତେ ଖାଦ୍ୟ ପ୍ରଦାନ କର ଯେ, ଯାହା ସବୁଦିନ ପାଇଁ ସେମାନଙ୍କର ଆବଶ୍ୟକତା ପୂରଣ କରିବ।