ଲେବୀୟ ପୁସ୍ତକ 11:24 - ପବିତ୍ର ବାଇବଲ24 ଆଉ ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ, ଯେକେହି ସେମାନଙ୍କର ଶବ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)24 ଆଉ, ଏମାନଙ୍କ ଦ୍ଵାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଓଡିଆ ବାଇବେଲ24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ଆଉ, ଏମାନଙ୍କ ଦ୍ୱାରା ତୁମ୍ଭେମାନେ ଅଶୁଚି ହେବ; ଯେକେହି ସେମାନଙ୍କର ଶବ ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit la |
“ଯଦି ହାରୋଣ ବଂଶଧରମାନଙ୍କ ମଧ୍ୟରୁ ଯେକେହି ଚର୍ମ ରୋଗୀ କିମ୍ବା ବୀର୍ଯ୍ୟ କ୍ଷରିତ ରୋଗୀ ହୁଏ, ସେ ଶୁଚି ନ ହେବା ଯାଏ ମୋର ପବିତ୍ର ଦ୍ରବ୍ୟ ଭୋଜନ କରିବା ଉଚିତ୍ ନୁହଁ। ଯେକେହି ଶବକୁ ଛୁଏଁ କିମ୍ବା ବୀର୍ଯ୍ୟପାତ ହେଉଥିବା କୌଣସି ମନୁଷ୍ୟକୁ ଛୁଁଏ, ସେ ଅଶୁଚି ହୁଏ। ଗୋଟିଏ ଶବକୁ ଛୁଇଁବା ଦ୍ୱାରା ସେ ମଧ୍ୟ ଅଶୁଚି ହେବ, କିମ୍ବା ଗୋଟିଏ ମଣିଷ ଯାହାର ଶାରୀରିକ କ୍ଷରଣ ହୋଇଛି,