ଲେବୀୟ ପୁସ୍ତକ 11:25 - ପବିତ୍ର ବାଇବଲ25 ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଓଡିଆ ବାଇବେଲ25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT25 ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit la |
“ଯେଉଁସବୁ ଜନ୍ତୁର ଖୁରା ବିଭକ୍ତ ମାତ୍ର ପାଦ ଚିରା ନୁହେଁ, କିମ୍ବା ଯେଉଁମାନେ ପାକୁଳି କରନ୍ତି ନାହିଁ ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କୁ ସ୍ପର୍ଶ କରିବ ସେ ଅଶୁଚି ହେବ। ପୁଣି ଗ୍ଭରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାଦରେ ଗ୍ଭଳନ୍ତି, ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କ ଶବ ସ୍ପର୍ଶ କରିବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।