Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:26 - ପବିତ୍ର ବାଇବଲ

26-27 “ଯେଉଁସବୁ ଜନ୍ତୁର ଖୁରା ବିଭକ୍ତ ମାତ୍ର ପାଦ ଚିରା ନୁହେଁ, କିମ୍ବା ଯେଉଁମାନେ ପାକୁଳି କରନ୍ତି ନାହିଁ ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କୁ ସ୍ପର୍ଶ କରିବ ସେ ଅଶୁଚି ହେବ। ପୁଣି ଗ୍ଭରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାଦରେ ଗ୍ଭଳନ୍ତି, ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କ ଶବ ସ୍ପର୍ଶ କରିବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଯେସବୁ ଜନ୍ତୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଏଁ, ସେ ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

26 ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଯେଉଁସବୁ ପଶୁର ଖୁରା ବିଭକ୍ତ, ମାତ୍ର ପାଦ ଚିରା ନୁହେଁ, କିଅବା ଯେଉଁମାନେ ପାକୁଳି କରନ୍ତି ନାହିଁ, ସେମାନେ ତୁମ୍ଭମାନଙ୍କ ନିକଟରେ ଅଶୁଚି; ଯେକେହି ସେମାନଙ୍କୁ ଛୁଇଁବ, ସେ ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:26
5 Referans Kwoze  

ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ଦୁଇ ଭାଗରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।


ପୁଣି ଯେକେହି ସେମାନଙ୍କର ଶବର କୌଣସି ଅଂଶ ବହନ କରିବ, ସେ ନିଜର ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ତୁମ୍ଭେମାନେ ଘୁସୁରି ଖାଇବା ଉଚିତ୍ ନୁହଁ। କାରଣ ତାଙ୍କର ଖୁରା ଦୁଇଫାଳ ବିଶିଷ୍ଟ କିନ୍ତୁ ସେମାନେ ପାକୁଳି କରନ୍ତି ନାହିଁ। ତେଣୁ ତୁମ୍ଭମାନଙ୍କ ପାଇଁ ଘୁସୁରି ଅପବିତ୍ର ଅଟେ। ଏପରିକି ମୃତ ଘୁସୁରି ଶବକୁ ଛୁଅ ନାହିଁ।


ତୁମ୍ଭେମାନେ ପ୍ରସ୍ଥାନ କର, ପ୍ରସ୍ଥାନ କର। ବାବିଲରୁ ବାହାରି ଯାଅ, ଅଶୁଚି ବସ୍ତୁ ଛୁଅ ନାହିଁ। ତୁମ୍ଭେମାନେ ତା'ମଧ୍ୟରୁ ଗ୍ଭଲିଯାଅ। ହେ ସଦାପ୍ରଭୁଙ୍କ ଯାଜକଗଣ, ତୁମ୍ଭେମାନେ ଶୁଚି ହୁଅ।


Swiv nou:

Piblisite


Piblisite