ଲେବୀୟ ପୁସ୍ତକ 11:3 - ପବିତ୍ର ବାଇବଲ3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ଦୁଇ ଭାଗରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ପଶୁଗଣ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। Gade chapit laଓଡିଆ ବାଇବେଲ3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ବିଭକ୍ତ ଓ ପାଦ ଚିରା ଓ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ। Gade chapit la |
“ଯେଉଁସବୁ ଜନ୍ତୁର ଖୁରା ବିଭକ୍ତ ମାତ୍ର ପାଦ ଚିରା ନୁହେଁ, କିମ୍ବା ଯେଉଁମାନେ ପାକୁଳି କରନ୍ତି ନାହିଁ ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କୁ ସ୍ପର୍ଶ କରିବ ସେ ଅଶୁଚି ହେବ। ପୁଣି ଗ୍ଭରିଗୋଡ଼ିଆ ବନ୍ୟଜନ୍ତୁମାନଙ୍କ ମଧ୍ୟରେ ଯେଉଁମାନେ ତଳିପାଦରେ ଗ୍ଭଳନ୍ତି, ସେମାନେ ତୁମ୍ଭମାନଙ୍କ ପାଇଁ ଅଶୁଚି। ଯେକେହି ସେମାନଙ୍କ ଶବ ସ୍ପର୍ଶ କରିବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।