Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:32 - ପବିତ୍ର ବାଇବଲ

32 “ଅଶୁଚି ପ୍ରାଣୀମାନଙ୍କ ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ ତାହା ଅଶୁଚି ହେବ। ଯଦି ସେହି ଶବ କାଠପାତ୍ର କି ବସ୍ତ୍ର, କି ଚର୍ମ କି ଅଖା କିମ୍ବା କୌଣସି କର୍ମ ହତିଆର ଉପରେ ପଡ଼ିଲେ ତାହା ଜଳରେ ଧୂଆଯିବା ଉଚିତ୍। ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ତା'ପରେ ଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

32 ସେମାନଙ୍କ ମଧ୍ୟରୁ କୌଣସି ମଡ଼ା କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର କି ବସ୍ତ୍ର କି ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ସେମାନଙ୍କ ମଧ୍ୟରୁ କୌଣସି ଶବ କୌଣସି ଦ୍ରବ୍ୟ ଉପରେ ପଡ଼ିଲେ, ତାହା ଅଶୁଚି ହେବ; କାଠ ପାତ୍ର, ବସ୍ତ୍ର, ଚର୍ମ କି ଅଖା, ଯେକୌଣସି କର୍ମଯୋଗ୍ୟ ପାତ୍ର ଉପରେ ପଡ଼ିଲେ, ତାହା ଜଳରେ ଡୁବାଯିବ, ଆଉ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ତହିଁ ଉତ୍ତାରେ ତାହା ଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:32
12 Referans Kwoze  

“ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍।


ପରମେଶ୍ୱରଙ୍କ ସହିତ ସୁସମ୍ପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ଯ୍ୟଗୁଡ଼ିକ ହେତୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ରଆତ୍ମାଙ୍କ ମାଧ୍ୟମରେ ଆସିଥିଲା।


ସେ ଆମ୍ଭ ପାଇଁ ନିଜକୁ ଦେଲେ। ଆମ୍ଭକୁ ସମସ୍ତ ମନ୍ଦରୁ ମୁକ୍ତ କରିବା ପାଇଁ ଏବଂ ଆମ୍ଭକୁ ଜଣେ ପବିତ୍ର ଜାତି ଓ କେବଳ ତାହାଙ୍କ ଭଳି ବ୍ୟକ୍ତିସମୂହ ଭାବରେ ଗଢ଼ିବା ପାଇଁ ସେ ମଲେ। ଏହି ପବିତ୍ର ଲୋକମାନେ ସର୍ବଦା ଭଲ କାମ କରିବା ପାଇଁ ଇଚ୍ଛା କରନ୍ତି।


ଯଦି ତାହା ମାଟିପାତ୍ରରେ ପାକ କରାଯାଏ ତେବେ ତାହା ଭଙ୍ଗା ଯିବ, ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।


ଏହି ଉରୋଗାମୀ ଜନ୍ତୁଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବେ। ଯେକେହି ସେମାନଙ୍କର ଶବକୁ ଛୁଇଁବ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ସେହି ଗୃହ ରୁଦ୍ଧ ଥିଲାବେଳେ ଯଦି କେହି ସେହି ଘର ଭିତରେ ପ୍ରବେଶ କରିଥାଏ, ସେହି ଲୋକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ପୁଣି ଯାଜକ ସେଥିରୁ ଗୋଟିକୁ ପାପାର୍ଥକ ବଳି ଓ ଅନ୍ୟଟିକୁ ହୋମବଳି ରୂପେ ଉତ୍ସର୍ଗ କରିବ। ଆଉ ସେହି ଲୋକ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ ହେବ। କାରଣ ତାଙ୍କର କ୍ଷରଣ ପାଇଁ।


“ପୁଣି ଯେଉଁ ଲୋକ ତ୍ୟାଗର (ଅଜାଜେଲରେ) ଛାଗକୁ ନେଇ ଛାଡ଼ିଥାଏ ସେ ନିଜର ବସ୍ତ୍ର ଧୋଇ ଜଳରେ ସ୍ନାନ କରିବା ଉଚିତ୍। ତା'ପରେ ଛାଉଣିରେ ପ୍ରବେଶ କରିବ।


“ଆଉ ତୁମ୍ଭେ ନିଜ ଲୋକ କି ବିଦେଶୀ ମଧ୍ୟରୁ ଯେକେହି ସ୍ୱୟଂ ମୃତ ପଶୁ ଭୋଜନ କରେ, ତେବେ ସେ ନିଜର ବସ୍ତ୍ର ଧୋଇବା ଉଚିତ୍, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ, ତାହାପରେ ସେ ଶୁଚି ହେବ।


ଯଦି ସେ ସେହିସବୁ ଦ୍ରବ୍ୟ ଛୁଁଏ ତେବେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ସେ ଆପଣା ଶରୀରକୁ ଜଳରେ ନ ଧୋଇବା ପର୍ଯ୍ୟନ୍ତ କୌଣସି ପବିତ୍ର ଖାଦ୍ୟ ଖାଇବ ନାହିଁ।


ତା'ପରେ ସେ ଯାଜକ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ। ତା'ପରେ ସେ ଛାଉଣିକି ଆସିବ। ପୁଣି ଯାଜକ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ଢାଙ୍କୁଣି ନ ଥିବା ପ୍ରତ୍ୟେକ ମେଲାପାତ୍ର ଅଶୁଚି ହେବ।


Swiv nou:

Piblisite


Piblisite