Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:35 - ପବିତ୍ର ବାଇବଲ

35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କର ଶବର କିଛି ପଡ଼େ, ତାହା ଅଶୁଚି ହେବ, ତୁନ୍ଦୁର ହେଉ କିମ୍ବା ହାଣ୍ଡି ହେଉ ତାହା ଭଙ୍ଗା ଯିବ, ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

35 ପୁଣି ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ହାଣ୍ତିଟାଙ୍ଗରା ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

35 ପୁଣି, ଯେକୌଣସି ଦ୍ରବ୍ୟ ଉପରେ ସେମାନଙ୍କ ଶବର କିଛି ପଡ଼େ, ତାହା ଅଶୁଚି ହେବ; ତନ୍ଦୁର ହେଉ କି ଚୁଲି ହେଉ, ତାହା ଭଙ୍ଗାଯିବ; ତାହା ଅଶୁଚି ଅଟେ ଓ ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 11:35
8 Referans Kwoze  

“ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍।


ପୁଣି କୌଣସି ମାଟିପାତ୍ର ଉପରେ ସେମାନଙ୍କର ଶବ ପଡ଼ିଲେ, ତା’ ମଧ୍ୟରେ ଥିବା ସମସ୍ତ ଦ୍ରବ୍ୟ ଅଶୁଚି ହେବ। ତେଣୁ ତାକୁ ତୁମ୍ଭେମାନେ ଭାଙ୍ଗି ପକାଇବ।


ଯଦି ତାହା ମାଟିପାତ୍ରରେ ପାକ କରାଯାଏ ତେବେ ତାହା ଭଙ୍ଗା ଯିବ, ଯେବେ ପିତ୍ତଳ ପାତ୍ରରେ ତାହା ପାକ ହୁଏ ତେବେ ତାହା ମଜା ଯିବ ଓ ଜଳରେ ପରିଷ୍କୃତ ହେବ।


ପୁଣି ସେହି ଅଶୁଚି ପାତ୍ରରୁ ଯଦି ପାଣି କୌଣସି ଖାଦ୍ୟ ଦ୍ରବ୍ୟ ଉପରେ ପଡ଼େ ତାହା ମଧ୍ୟ ଅଶୁଚି ହେବ। ଯେକୌଣସି ପାନୀୟ, ପାତ୍ର ମଧ୍ୟରେ ଥିଲେ ତାହା ଅଶୁଚି ହେବ।


“କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହେବ। ମାତ୍ର ଯେକେହି ସେମାନଙ୍କର ଶବ ଛୁଏଁ ସେ ଅଶୁଚି ହେବ।


ବଣୁଆ ଗଧମାନେ ପାହାଡ଼ରେ ବାସ କରନ୍ତି, ତାହା ସେମାନଙ୍କ ଚରିବା ସ୍ଥାନ। ସେହି ସ୍ଥାନରେ ସେମାନେ ତାଙ୍କର ଖାଦ୍ୟ ଅନୁସନ୍ଧାନ କରନ୍ତି।


Swiv nou:

Piblisite


Piblisite