ଲେବୀୟ ପୁସ୍ତକ 11:36 - ପବିତ୍ର ବାଇବଲ36 “କୌଣସି ଝରଣା କିମ୍ବା କୂପରେ ଥିବା ଜଳ ଶୁଚି ହେବ। ମାତ୍ର ଯେକେହି ସେମାନଙ୍କର ଶବ ଛୁଏଁ ସେ ଅଶୁଚି ହେବ। Gade chapit laପବିତ୍ର ବାଇବଲ (Re-edited) - (BSI)36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଏଁ, ସେ ଅଶୁଚି ହେବ। Gade chapit laଓଡିଆ ବାଇବେଲ36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତଥାପି ନିର୍ଝର କିଅବା ଯେଉଁ କୂପରେ ଅନେକ ଜଳ ଥାଏ, ତାହା ଶୁଚି ହେବ; ମାତ୍ର ଯେ ସେମାନଙ୍କର ଶବ ଛୁଇଁବ, ସେ ଅଶୁଚି ହେବ। Gade chapit la |