Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:4 - ପବିତ୍ର ବାଇବଲ

4-6 “କେତେକ ପଶୁ ଅଛନ୍ତି ଯେଉଁମାନେ କି ପାକୁଳି କରନ୍ତି। ମାତ୍ର ସେମାନଙ୍କର ଖୁରା ଦୁଇଫାଳରେ ବିଭକ୍ତ ନୁହେଁ, ସେଭଳି ପ୍ରାଣୀଙ୍କୁ ତୁମ୍ଭେମାନେ ଭୋଜନ କରିବ ନାହିଁ। ସେମାନଙ୍କ ମଧ୍ୟରେ ଓଟ, ଶାଫନ୍ ଓ ଠେକୁଆ ପ୍ରଭୃତି ତୁମ୍ଭମାନଙ୍କ ପାଇଁ ଅଶୁଚି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରଇ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi

ଓଡିଆ ବାଇବେଲ

4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତଥାପି ଯେଉଁମାନେ ପାକୁଳି କରନ୍ତି, ଅଥବା ବିଭକ୍ତ ଖୁରାବିଶିଷ୍ଟ ଅଟନ୍ତି, ସେମାନଙ୍କ ମଧ୍ୟରୁ ଏହି ଏହି ପଶୁ ଭୋଜନ କରିବ ନାହିଁ, ଯଥା, ଓଟ, ଯେହେତୁ ସେ ପାକୁଳି କରେ, ମାତ୍ର ବିଭକ୍ତ ଖୁରାବିଶିଷ୍ଟ ନୁହେଁ, ତାହା ତୁମ୍ଭମାନଙ୍କ ପ୍ରତି ଅଶୁଚି।

Gade chapit la Kopi




ଲେବୀୟ ପୁସ୍ତକ 11:4
4 Referans Kwoze  

ପିତର କହିଲେ, “ନା ପ୍ରଭୁ। ମୁଁ କେବେ କୌଣସି ଅପବିତ୍ର ବା ଅପରିଷ୍କାର ଖାଦ୍ୟ ଖାଇ ନାହିଁ।”


ପଶୁମାନଙ୍କ ମଧ୍ୟରେ ଯାହାର ଖୁରା ଦୁଇ ଭାଗରେ ବିଭକ୍ତ ଓ ପାଦ ଚିରା ଏବଂ ଯେ ପାକୁଳି କରେ, ତାହାକୁ ତୁମ୍ଭେମାନେ ଭୋଜନ କରିବ।


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ତୁମ୍ଭେମାନେ ପୃଥିବୀସ୍ଥିତ ପଶୁମାନଙ୍କ ମଧ୍ୟରୁ ଏହି ସମସ୍ତ ଜୀବ ଭୋଜନ କରିବ।


Swiv nou:

Piblisite


Piblisite