Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 11:41 - ପବିତ୍ର ବାଇବଲ

41 “ଆଉ ଭୂଚର ପ୍ରତ୍ୟେକ ଉରୋଗାମୀ ପ୍ରାଣୀ ଘୃଣାଯୋଗ୍ୟ ଅଟେ, ତାହା ଖାଦ୍ୟ ହେବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 11:41
6 Referans Kwoze  

“ଆଉ ଭୂଚର ଉରୋଗାମୀ ଜନ୍ତୁମାନଙ୍କ ମଧ୍ୟରେ ଏଗୁଡ଼ିକ ତୁମ୍ଭମାନଙ୍କ ପାଇଁ ଅଶୁଚି ହେବ। ସେମାନେ ହେଲେ ଚୁଚୁନ୍ଦ୍ରା, ମୂଷା ଓ ସବୁ ଜାତିର ବଡ଼ ଏଣ୍ଡୁଅ।


“ମାତ୍ର ଏମାନଙ୍କ ବ୍ୟତୀତ ଗ୍ଭରିଗୋଡ଼ିଆ ଉଡ଼ନ୍ତା ସମସ୍ତ ପତଙ୍ଗ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବ।


“ପୁଣି ଗ୍ଭରି ପାଦ ଗମନକାରୀ ପକ୍ଷ ବିଶିଷ୍ଟ ଜୀବ ସକଳ ତୁମ୍ଭମାନଙ୍କର ଘୃଣାଯୋଗ୍ୟ ହେବେ।


ଏହା ପରେ ପରମେଶ୍ୱର କହିଲେ, “ଜଳ ଜୀବିତ ପ୍ରାଣୀରେ ପୂର୍ଣ୍ଣ ହେଉ ଏବଂ ପକ୍ଷୀମାନେ ପୃଥିବୀ ଉପରେ ଓ ଆକାଶ ତୋରଣ ତଳେ ଉଡ଼ନ୍ତୁ।”


ପୃଥିବୀ ପୃଷ୍ଠରୁ ପ୍ରତ୍ୟେକ ସଜୀବ ପ୍ରାଣୀ ମୃତ୍ୟୁବରଣ କଲେ। ପ୍ରତ୍ୟେକ ପୁରୁଷ ଓ ସ୍ତ୍ରୀ, ପ୍ରତ୍ୟେକ ପ୍ରକାର ପକ୍ଷୀ ଓ ପଶୁ ପୃଥିବୀ ପୃଷ୍ଠରୁ ମଲେ। ସମସ୍ତ ଭୂଚର ଓ ସମସ୍ତ ଉରୋଗାମୀ ଜୀବ ପୃଥିବୀ ପୃଷ୍ଠରୁ ଲୋପ ପାଇଗଲେ।


ସରୀସୃପ ଯେଉଁମାନେ ପେଟରେ ଭରାଦେଇ ଗମନ କରନ୍ତି, ଯେଉଁମାନେ ଗ୍ଭରି ପାଦରେ ଗମନ କରନ୍ତି କିମ୍ବା ଯେଉଁମାନଙ୍କର ଅନେକ ପାଦ ଅଛି, ଏପ୍ରକାର ସମସ୍ତ ଭୂଚର ଉରୋଗାମୀ ଜନ୍ତୁକୁ ତୁମ୍ଭେମାନେ ଖାଇବା ଉଚିତ୍ ନୁହଁ। କାରଣ ସେଗୁଡ଼ିକ ଘୃଣ୍ୟ।


Swiv nou:

Piblisite


Piblisite