ଲେବୀୟ ପୁସ୍ତକ 12:2 - ପବିତ୍ର ବାଇବଲ2 “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, “ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ସ୍ତ୍ରୀ ଧର୍ମର ଅଶୌଚ ସମୟ ପରି ସାତ ଦିନଯାଏ ଅଶୁଚି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯେବେ କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସେ ଯେପରି ସ୍ତ୍ରୀଧର୍ମର ଅଶୌଚ ସମୟରେ, ସେପରି ସାତ ଦିନଯାଏ ଅଶୁଚି ରହିବ। Gade chapit laଓଡିଆ ବାଇବେଲ2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଯଦି କୌଣସି ସ୍ତ୍ରୀ ଗର୍ଭଧାରଣ କରି ପୁତ୍ର ପ୍ରସବ କରେ, ତେବେ ସ୍ତ୍ରୀର ରଜଧର୍ମର ଅଶୁଚିତା ସମୟ ପରି ସେ ସାତ ଦିନ ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit la |