Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 12:4 - ପବିତ୍ର ବାଇବଲ

4 ପୁଣି ସେ ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ନିଜର ଶୌଚ ନିମନ୍ତେ ରକ୍ତ ସ୍ରାବ ଅବସ୍ଥାରେ ରହିବ। ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ କିମ୍ବା କୌଣସି ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ପୁଣି ସେ ସ୍ତ୍ରୀ ତେତିଶ୍ ଦିନ ପର୍ଯ୍ୟନ୍ତ ଆପଣାର ଶୌଚ ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୌଚର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେ କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ପୁଣି ସେହି ସ୍ତ୍ରୀ ତେତିଶ ଦିନ ପର୍ଯ୍ୟନ୍ତ ଆପଣାର ଶୁଚି ନିମନ୍ତେ ରକ୍ତସ୍ରାବ ଅବସ୍ଥାରେ ରହିବ; ଆଉ ଯେପର୍ଯ୍ୟନ୍ତ ଶୁଚିର ଦିନ ପୂର୍ଣ୍ଣ ନ ହୁଏ, ସେପର୍ଯ୍ୟନ୍ତ ସେହି କୌଣସି ପବିତ୍ର ବସ୍ତୁ ଛୁଇଁବ ନାହିଁ; କିଅବା ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 12:4
5 Referans Kwoze  

ତା'ପରେ ହାଗୟ କହିଲେ, “ଯଦି ଜଣେ ବ୍ୟକ୍ତି ଗୋଟିଏ ଶବକୁ ଛୁଏଁ ତେବେ ସେ କ’ଣ ଅପବିତ୍ର ହେବ? ବର୍ତ୍ତମାନ ସେ ଯଦି ଅନ୍ୟ ଜିନିଷଗୁଡ଼ିକୁ ଛୁଏଁ ସେଗୁଡ଼ିକ କ’ଣ ଅପବିତ୍ର ହୋଇଯିବ?” ଯାଜକ ଉତ୍ତର ଦେଲେ, “ହଁ, ସେହି ଜିନିଷ ଅପବିତ୍ର ହେବ।”


ଅଷ୍ଟମ ଦିନରେ ବାଳକ ନିଶ୍ଚୟ ସୁନ୍ନତ ହେବ।


ମାତ୍ର ଯେବେ ଜଣେ ସ୍ତ୍ରୀ କନ୍ୟା ପ୍ରସବ କରେ, ସେହିଭଳି ସ୍ତ୍ରୀ ଧର୍ମର ଅଶୌଚ ସମୟରେ ରହେ, ସେ ଦୁଇ ସପ୍ତାହ ପାଇଁ ଅଶୁଚି ରହିବ। ତା'ପରେ ତା'ର ଦେହର ରକ୍ତସ୍ରାବରୁ ଶୁଦ୍ଧ ହେବା ପାଇଁ ତାକୁ ଆଉ ଛଅଷଠି ଦିନ ଅପେକ୍ଷା କରିବା ଉଚିତ୍।


Swiv nou:

Piblisite


Piblisite