Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:1 - ପବିତ୍ର ବାଇବଲ

1 ପୁଣି ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ତା’ପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତାʼପରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 13:1
7 Referans Kwoze  

“ଯେବେ କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି ପାମା କି ଚି‌‌କ୍‌‌‌କଣ ଚିହ୍ନ ହୁଏ କିମ୍ବା ତା'ର ଶରୀରରେ ଚର୍ମ ରୋଗଜନିତ ଘା’ ହୁଏ, ତେବେ ତାକୁ ହାରୋଣ ଯାଜକ ନିକଟକୁ କିମ୍ବା ତାଙ୍କର ପୁତ୍ରଗଣଙ୍କ ମଧ୍ୟରୁ କୌଣସି ଯାଜକ ନିକଟକୁ ଅଣାଯିବା ଉଚିତ୍।


“ତୁମ୍ଭେମାନେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହେବା ଉଚିତ୍। ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନୁସାରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋଯୋଗ କର। ମୁଁ ସେମାନଙ୍କୁ ଯେପରି ଆଜ୍ଞା ଦେଇଅଛି ସେହିରୂପେ କରିବାକୁ ତୁମ୍ଭେମାନେ ମନୋଯୋଗ କରିବା ଉଚିତ୍।


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ମଧ୍ୟ କହିଲେ,


ଗୋଟିଏ କୁଷ୍ଠରୋଗୀ ଯୀଶୁଙ୍କ ପାଖକୁ ଆସିଲା। ସେ ଯୀଶୁଙ୍କ ଆଗରେ ଆଣ୍ଠୁମାଡ଼ି ପ୍ରାର୍ଥନା କଲା, “ତୁମ୍ଭେ ଇଚ୍ଛା କଲେ ମୋତେ ଭଲ କରି ଦେଇ ପାରିବ। ସେହି ଶକ୍ତି ତୁମ୍ଭର ଅଛି।”


ଥରେ ଯୀଶୁ ଗୋଟିଏ ନଗରରେ ଥିଲେ। ସେଠାରେ ଦେହସାରା କୁଷ୍ଠ ହୋଇ ଯାଇଥିବା ଲୋକଟିଏ ରହୁଥିଲା। ଯେତେବେଳେ ସେ ଯୀଶୁଙ୍କୁ ଦେଖିଲା, ତାହାଙ୍କୁ ପ୍ରଣାମ କରି ଅନୁରୋଧ କଲା, “ହେ ପ୍ରଭୁ! ମୋତେ ସୁସ୍ଥ କରିଦିଅ। ମୁଁ ଜାଣେ ଯେ ତୁମ୍ଭେ ଇଚ୍ଛା କଲେ ମୋତେ ସୁସ୍ଥ କରିଦେଇ ପାରିବ।”


ଯୀଶୁ ଲୋକମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ଦେହକୁ ଯାଜକମାନଙ୍କୁ ଦେଖାଅ।” ସେହି ଦଶ ଜଣ ଲୋକ ଯାଜକଙ୍କ ପାଖକୁ ଗଲାବେଳେ ସୁସ୍ଥ ହୋଇଗଲେ।


Swiv nou:

Piblisite


Piblisite