Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:13 - ପବିତ୍ର ବାଇବଲ

13 ଯଦି ଯାଜକ ଦେଖିବ ଲୋକଟିର ସର୍ବାଙ୍ଗ କୁଷ୍ଠରୋଗରେ ଆଚ୍ଛନ୍ନ ହୋଇଛି, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ତେବେ ଯାଜକ ଦେଖିବ; ଆଉ ଦେଖ, ଯେବେ କୁଷ୍ଠ ରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକି ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି।

Gade chapit la Kopi

ଓଡିଆ ବାଇବେଲ

13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 13:13
6 Referans Kwoze  

ଯୀଶୁ କହିଲେ, “ତୁମ୍ଭେ ଯଦି ପ୍ରକୃତରେ ଅନ୍ଧ ହୋଇଥା'ନ୍ତ, ତେବେ ଦୋଷୀ ବିବେଚିତ ହୁଅନ୍ତ ନାହିଁ। କିନ୍ତୁ ତୁମ୍ଭେ କହୁଛ ଯେ ତୁମ୍ଭେ ଦେଖି ପାରୁଛ, ତେଣୁ ତୁମ୍ଭେ ଦୋଷୀ।”


ଆମ୍ଭେମାନେ ସମସ୍ତେ ପାପରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭେମାନେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାୟୁ ତୁଲ୍ୟ ଆମ୍ଭମାନଙ୍କୁ ଉଡ଼ାଇ ନିଏ।


“ସମୟେ ସମୟେ କୁଷ୍ଠରୋଗ ଲୋକର ସମଗ୍ର ଶରୀରକୁ ବ୍ୟାପି ଥାଏ। ସେହି କୁଷ୍ଠରୋଗ ଆପାଦମସ୍ତକ ଶରୀରକୁ ଆଚ୍ଛନ୍ନ କରିଥାଏ। ସେତେବେଳେ ଯାଜକ ସେହି ଲୋକର ସମସ୍ତ ଶରୀର ଦେଖିବ।


ଯଦି ତା'ର ଶରୀରରେ କଞ୍ଚାମାଂସ ପ୍ରକାଶ ପାଏ, ତେବେ ସେ ଅଶୁଚି ହେବ।


ପୁଣି ତମ୍ବୁ ଉପରୁ ମେଘ ସ୍ଥାନାନ୍ତରିତ ହେଲା। ହାରୋଣ ମରିୟମଙ୍କୁ ଦେଖିଲେ, ତାଙ୍କର ଚର୍ମ ହିମତୁଲ୍ୟ ଶ୍ୱେତବର୍ଣ୍ଣ, ସେ କୁଷ୍ଠଗ୍ରସ୍ତା ହେଲେ।


“ତୁମ୍ଭେମାନେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହେବା ଉଚିତ୍। ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନୁସାରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋଯୋଗ କର। ମୁଁ ସେମାନଙ୍କୁ ଯେପରି ଆଜ୍ଞା ଦେଇଅଛି ସେହିରୂପେ କରିବାକୁ ତୁମ୍ଭେମାନେ ମନୋଯୋଗ କରିବା ଉଚିତ୍।


Swiv nou:

Piblisite


Piblisite