Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:18 - ପବିତ୍ର ବାଇବଲ

18 “ଜଣେ ବ୍ୟକ୍ତିର ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ପରେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ

Gade chapit la Kopi

ଓଡିଆ ବାଇବେଲ

18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ ଶରୀରର ଚର୍ମରେ ବଥ ହୋଇ ଭଲ ହେଲା ଉତ୍ତାରେ,

Gade chapit la Kopi




ଲେବୀୟ ପୁସ୍ତକ 13:18
9 Referans Kwoze  

ତାହା ମିଶରର ଧୂଳି ହୋଇ ଗ୍ଭରିଆଡ଼େ ବ୍ୟାପିଯିବ। ଯେତେବେଳେ ସେହି ଧୂଳି ମିଶରର ଯେଉଁଠାରେ ଲୋକମାନଙ୍କୁ ବା ପଶୁମାନଙ୍କୁ ଛୁଇଁବ, ତା'ର ଚମଡ଼ାରେ ଦାହଯୁକ୍ତ ବଥମାନ ବ୍ୟାପିଯିବ।”


ତା'ପରେ ଯିଶାଇୟ ହିଜକିୟଙ୍କୁ କହିଲେ, “ତୁମ୍ଭେ ଡିମ୍ବିରିକୁ ଏକତ୍ର ଛେଚ ଏବଂ ତୁମ୍ଭର କ୍ଷତରେ ଲଗାଅ। ତାହାହେଲେ ତୁମ୍ଭେ ଆରୋଗ୍ୟ ଲାଭ କରିବ।”


ତା'ପରେ ଶୟତାନ ସଦାପ୍ରଭୁଙ୍କଠାରୁ ବିଦାୟ ନେଇ ଗ୍ଭଲିଗଲା। ସେ ଆୟୁବକୁ ଯନ୍ତ୍ରଣାଦାୟକ କ୍ଷତ ଦେଲା। ଏହି କ୍ଷତଗୁଡ଼ିକ ସମଗ୍ର ଶରୀରରେ ମୁଣ୍ଡଠାରୁ ପାଦ ପର୍ଯ୍ୟନ୍ତ ଥିଲା।


ତା'ପରେ ଯିଶାଇୟ କହିଲେ, “ଏକ ଡିମ୍ବିରି ମିଶ୍ରଣ ତିଆରି କର ଓ କ୍ଷତ ସ୍ଥାନରେ ଲଗାଅ।” ତେଣୁ ସେମାନେ ସେହି ମିଶ୍ରଣ ନେଇ ହିଜକିୟର କ୍ଷତରେ ଲଗାଇଲେ ଓ ସେ ସୁସ୍ଥ ହେଲେ।


ତା'ପରେ ସେ କହିଲେ, “ତୁମ୍ଭେ ଯେବେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର ଏବଂ ତାଙ୍କ ଦୃଷ୍ଟିରେ ଯାହା ଉଚିତ୍ ତାହା କର, ତାଙ୍କର ଆଜ୍ଞା ପାଳନ କର ଏବଂ ତାଙ୍କର ବ୍ୟବସ୍ଥାସବୁ ପାଳନ କର, ତେବେ ମିଶରୀୟମାନେ ଯେଉଁସବୁ ରୋଗରେ ପୀଡ଼ିତ ହେଲେ, ତୁମ୍ଭେମାନେ ସେହି ରୋଗରେ ପୀଡ଼ିତ ହେବ ନାହିଁ। କାରଣ ମୁଁ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”


ଯାଜକ ପୁନର୍ବାର ଲୋକଟିକୁ ଦେଖିବ ଓ ଯଦି ସେହି ଘା’ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ସେ ଶୁଚି।


ଯଦି ସେହି ବଥ ସ୍ଥାନରେ ଶ୍ୱେତବର୍ଣ୍ଣ ଫୁଲା କିମ୍ବା ରକ୍ତ ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ସେ ତାହା ଯାଜକକୁ ଦେଖାଇବ।


Swiv nou:

Piblisite


Piblisite