Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:24 - ପବିତ୍ର ବାଇବଲ

24-25 “ଯଦି ଚର୍ମ ଉପରେ ପୋଡ଼ାର ଗୋଟିଏ ଘା’ ଥାଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ୱେତବର୍ଣ୍ଣ କିମ୍ବା ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ଯାଜକ ତାହା ଦେଖିବ। ଯଦି ଉଜ୍ଜ୍ୱଳ ଚିହ୍ନରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ ଓ ଚର୍ମର ନୀଚସ୍ଥ ଦେଖାଯାଏ, ତେବେ ତାହା କୁଷ୍ଠରୋଗ, ତାହା ଅଗ୍ନି ଦାହରୁ ଉତ୍ପନ୍ନ ହୋଇଅଛି। ଆଉ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା କୁଷ୍ଠରୋଗ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 କିଅବା ଯେବେ ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;

Gade chapit la Kopi

ଓଡିଆ ବାଇବେଲ

24 କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିଅବା ଯଦି ମାଂସର ଚର୍ମରେ ଅଗ୍ନିଦାହ ହୁଏ ଓ ସେହି ଦାହର ବଢ଼ିଲା ମାଂସରେ ରକ୍ତ ଶ୍ଵେତବର୍ଣ୍ଣ ଅବା ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ;

Gade chapit la Kopi




ଲେବୀୟ ପୁସ୍ତକ 13:24
5 Referans Kwoze  

ସେହି ସ୍ତ୍ରୀଲୋକମାନଙ୍କର ସୁଗନ୍ଧ ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ଓ କ୍ଲେଦରେ, କଟିବସ୍ତ୍ର ରଜ୍ଜୁରେ ସୁନ୍ଦର ମଥା ବିନା କେଶରେ ଉତ୍ସବକାଳୀନ ପୋଷାକ ଲୋତକ ପୂର୍ଣ୍ଣ ଏବଂ ଦୁଃଖ ବସ୍ତ୍ରରେ ସେମାନଙ୍କ ସୌନ୍ଦର୍ଯ୍ୟ ମୁଖମଣ୍ଡଳ କ୍ଷତ ଚିହ୍ନ ଏବଂ ଅସୁନ୍ଦର ଦାଗ ବହନ କରିବ।


ଯଦି ସେହି ବଥ ସ୍ଥାନରେ ଶ୍ୱେତବର୍ଣ୍ଣ ଫୁଲା କିମ୍ବା ରକ୍ତ ଶ୍ୱେତବର୍ଣ୍ଣ ଚି‌‌କ୍‌‌‌କଣ ଚିହ୍ନ ହୁଏ, ତେବେ ସେ ତାହା ଯାଜକକୁ ଦେଖାଇବ।


ମାତ୍ର ଯଦି ସେହି ଚି‌‌କ୍‌‌‌କଣ ଚିହ୍ନ ସ୍ୱସ୍ଥାନରେ ଥାଇ ଆଉ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ। ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।


ତହୁଁ ଯାଜକ ତାକୁ ଦେଖିବ, ଯଦି ତାହାର ଚର୍ମରେ ଶ୍ୱେତବର୍ଣ୍ଣ ଫୁଲା ଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚାମାଂସ ବୃଦ୍ଧି ପାଉଥାଏ।


Swiv nou:

Piblisite


Piblisite