Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:26 - ପବିତ୍ର ବାଇବଲ

26 ମାତ୍ର ଯଦି ଯାଜକ ଦେଖିବ, ସେହି ଚି‌‌କ୍‌‌‌କଣ ଚିହ୍ନରେ ଶ୍ୱେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାକୁ ସାତ ଦିନ ପୃଥକ କରି ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ମାତ୍ର ଯାଜକ ତାହା ଦେଖନ୍ତେ, ଯେବେ ଦେଖ, ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ରୁଦ୍ଧ କରି ରଖିବ।

Gade chapit la Kopi

ଓଡିଆ ବାଇବେଲ

26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ମାତ୍ର ଯାଜକ ତାହା ଦେଖନ୍ତେ, ଯଦି ସେହି ଚିକ୍କଣ ଚିହ୍ନରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:26
4 Referans Kwoze  

ମାତ୍ର ଯଦି ସେହି ଚି‌‌କ୍‌‌‌କଣ ଚିହ୍ନ ସ୍ୱସ୍ଥାନରେ ଥାଇ ଆଉ ନ ବଢ଼େ, ତେବେ ତାହା ବଥର ଚିହ୍ନ ଅଟେ। ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।


ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’।


Swiv nou:

Piblisite


Piblisite