Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:28 - ପବିତ୍ର ବାଇବଲ

28 ଯଦି ଉଜ୍ଜ୍ୱଳ ଚିହ୍ନ ସେହି ଗୋଟିଏ ସ୍ଥାନରେ ରହି ବୃଦ୍ଧି ନ ପାଏ ଓ ମଳିନ ହୋଇଥାଏ, ତେବେ ତାହା ଦାହର ଫୁଲା, ଆଉ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ଯେହେତୁ ତାହା ଅଗ୍ନିଦାହର କ୍ଷତ ଚିହ୍ନ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

28 ଆଉ, ଯେବେ ଚିକ୍କଣ ଚିହ୍ନ ସ୍ଵସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।

Gade chapit la Kopi

ଓଡିଆ ବାଇବେଲ

28 ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଆଉ, ଯଦି ଚିକ୍କଣ ଚିହ୍ନ ସ୍ୱ ସ୍ଥାନରେ ଥାଏ ଓ ଚର୍ମରେ ବୃଦ୍ଧି ନ ପାଇ ମଳିନ ହୋଇଥାଏ; ତେବେ ତାହା ଦାହର ଫୁଲା, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ; ଯେହେତୁ ତାହା ଅଗ୍ନିକୃତ କ୍ଷତର ଚିହ୍ନ।

Gade chapit la Kopi




ଲେବୀୟ ପୁସ୍ତକ 13:28
2 Referans Kwoze  

ସପ୍ତମ ଦିନ ଯାଜକ ପୁନର୍ବାର ଲୋକଟିକୁ ଦେଖିବ, ଯଦି ତାହା ଚର୍ମରେ ବ୍ୟାପି ଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, ତାହା କୁଷ୍ଠରୋଗର ଘା’।


“ଆଉ ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ।


Swiv nou:

Piblisite


Piblisite