Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:29 - ପବିତ୍ର ବାଇବଲ

29 “ଆଉ ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

29 ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା ହେଲେ ଯାଜକ ସେହି ଘା ଦେଖିବ;

Gade chapit la Kopi

ଓଡିଆ ବାଇବେଲ

29 ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘା’ ହେଲେ ଯାଜକ ସେହି ଘା’ ଦେଖିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ଆଉ, ପୁରୁଷ ଅବା ସ୍ତ୍ରୀର ମସ୍ତକରେ ଅବା ଦାଢ଼ିରେ ଘାʼ ହେଲେ ଯାଜକ ସେହି ଘାʼ ଦେଖିବ;

Gade chapit la Kopi




ଲେବୀୟ ପୁସ୍ତକ 13:29
19 Referans Kwoze  

କିନ୍ତୁ ତୁମ୍ଭର ଆଖି ଯଦି ଖରାପ, ତେବେ ତୁମ୍ଭର ସମ୍ପୂର୍ଣ୍ଣ ଶରୀର ଅନ୍ଧକାରମୟ ହୋଇଯିବ। ତୁମ୍ଭ ଭିତରର ସେହି ଏକମାତ୍ର ଆଲୋକ ଯଦି ଅନ୍ଧକାରମୟ ହୋଇଯାଏ ତେବେ ସେ ଅନ୍ଧକାର କେତେ ଘନୀଭୂତ ନ ହେବ!


ଯିରୁଶାଲମର ବିଗ୍ଭରପତିଗଣ ଲାଞ୍ଚ ନେଇ ବିଗ୍ଭର କରନ୍ତି। ଆଉ ସେ ସ୍ଥାନର ଯାଜକଗଣ ଅର୍ଥ ନେଇ ଶିକ୍ଷା ଦିଅନ୍ତି ଓ ଭବିଷ୍ୟ‌ଦ୍‌ବକ୍ତାଗଣ ଭବିଷ୍ୟ‌ଦ୍‌ବାଣୀ ପାଇଁ ଅର୍ଥ ନିଅନ୍ତି। ତଥାପି ସେ ସ୍ଥାନର ବୃଦ୍ଧଗଣ ସଦାପ୍ରଭୁଙ୍କ ସାହାଯ୍ୟ ପାଇଁ ଆଶା କରନ୍ତି। ସେମାନେ ମଧ୍ୟ କୁହନ୍ତି, “ସଦାପ୍ରଭୁ ଆମ୍ଭମାନଙ୍କ ସହିତ ଏଠାରେ ଅଛନ୍ତି। ତେଣୁ କୌଣସି ଅମଙ୍ଗଳ ଆମ୍ଭମାନଙ୍କର ଘଟିବ ନାହିଁ।”


ଏଠାରେ ମସ୍ତକ ପ୍ରାଚୀନ ତଥା ସମ୍ଭ୍ରାନ୍ତମାନଙ୍କୁ ବୁଝାଉଛି ଓ ଲାଞ୍ଜ ମିଥ୍ୟାବାଦୀ ଭବିଷ୍ୟ‌ଦ୍‌ବକ୍ତାଙ୍କୁ ବୁଝାଉଛି।


ସେହି ଲୋକମାନେ ଭଲକୁ ମନ୍ଦ ଓ ମନ୍ଦକୁ ଭଲ କୁହନ୍ତି। ପୁଣି ସେମାନେ ଅନ୍ଧକାରକୁ ଆଲୋକ ଓ ଆଲୋକକୁ ଅନ୍ଧକାର ଚିନ୍ତା କରନ୍ତି ଓ ମଧୁରକୁ ତିକ୍ତ ଓ ତିକ୍ତକୁ ମଧୁର ମନେ କରନ୍ତି, ସେମାନେ ସନ୍ତାପର ପାତ୍ର।


ପରମେଶ୍ୱର କୁହନ୍ତି, “ଆମ୍ଭେ କାହିଁକି ତୁମ୍ଭମାନଙ୍କ ପ୍ରତି ଶାସ୍ତି ବିଧାନ କରି ଗ୍ଭଲିବୁ। ତୁମ୍ଭମାନଙ୍କୁ ଦଣ୍ଡ ଦେଲୁ। ମାତ୍ର ତୁମ୍ଭମାନଙ୍କର କିଛି ପରିବର୍ତ୍ତନ ହେଲା ନାହିଁ। ତୁମ୍ଭେମାନେ ମୋ’ ବିରୁଦ୍ଧରେ ବିଦ୍ରୋହ କରି ଗ୍ଭଲିଛ। ବର୍ତ୍ତମାନ ସମସ୍ତ ମସ୍ତକ ଓ ସମସ୍ତ ହୃଦୟ ପୀଡ଼ିତ।


ପରମେଶ୍ୱର କହନ୍ତି, “ଦୁଷ୍ଟମାନେ କିଛି ବୁଝନ୍ତି ନାହିଁ? ଅଧର୍ମାଗ୍ଭରୀମାନେ ଖାଦ୍ୟଗ୍ରାସ କଲାପରି ମୋ’ ଲୋକମାନଙ୍କୁ ଗ୍ରାସ କରୁଛନ୍ତି ଏବଂ ସେମାନେ ମୋତେ ପ୍ରାର୍ଥନା କରନ୍ତି ନାହିଁ।”


ଆଉ, ତା'ପରେ ଇସ୍ରାଏଲର ତୁମ୍ଭର ପ୍ରତ୍ୟେକ ବ୍ୟକ୍ତି ନିଜର ସମସ୍ୟା ଓ କ୍ଳେଶ ଜାଣି ସେମାନଙ୍କ ମଧ୍ୟରୁ କେହି ତୁମ୍ଭ ନିକଟରେ ପ୍ରାର୍ଥନା ଓ ବିନତି କରେ, ଆଉ ଯଦି ସେହି ବ୍ୟକ୍ତି ଏହି ମନ୍ଦିର ଆଡ଼େ ଗ୍ଭହିଁ ତାହାର ହସ୍ତ ପ୍ରସାର କରେ,


ତହୁଁ ରାଜା ତାଙ୍କର ଉପଦେଷ୍ଟାମାନଙ୍କ ସହିତ ବିଗ୍ଭର ବିମର୍ଷ କଲେ ଓ ସେମାନେ ତାଙ୍କୁ ଦୁଇଟି ସୁବର୍ଣ୍ଣର ଗୋବତ୍ସ ନିର୍ମାଣ କରିବାକୁ କହିଲେ। ପୁଣି ସେ ଲୋକମାନଙ୍କୁ କହିଲେ, “ତୁମ୍ଭର ଯିରୁଶାଲମକୁ ଉପାସନା କରିବା ପାଇଁ ଯିବା ଦରକାର ନାହିଁ। ହେ ଇସ୍ରାଏଲର ସନ୍ତାନଗଣ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିଶର ଦେଶରୁ ବାହାର କରି ଆଣିଲେ।”


ଯେତେବେଳେ ଏହା ଭିତରୁ କୌଣସି ଘଟଣା ଘଟେ ଏବଂ ଇସ୍ରାଏଲୀୟ ତୁମ୍ଭର ଯେକୌଣସି ଲୋକ ତା'ର ନିଜର ପାପ ପାଇଁ ଦୁଃଖ କରେ ଏବଂ ସେମାନଙ୍କର ହାତ ଏହି ମନ୍ଦିର ଆଡ଼କୁ ବଢ଼େଇ ତୁମ୍ଭକୁ ପ୍ରାର୍ଥନା କରନ୍ତି।


ଯଦି ଉଜ୍ଜ୍ୱଳ ଚିହ୍ନ ସେହି ଗୋଟିଏ ସ୍ଥାନରେ ରହି ବୃଦ୍ଧି ନ ପାଏ ଓ ମଳିନ ହୋଇଥାଏ, ତେବେ ତାହା ଦାହର ଫୁଲା, ଆଉ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ଯେହେତୁ ତାହା ଅଗ୍ନିଦାହର କ୍ଷତ ଚିହ୍ନ।


ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।


ଯେତେବେଳେ ମୁଁ ଏହିକଥା ଶୁଣିଲି ମୁଁ ମୋର ବସ୍ତ୍ର ଓ ଗ୍ଭେଗା ଚିରି ନିଜ ମସ୍ତକ ଓ ଦାଢ଼ିର କେଶ କ୍ଷୌରକରି ଚିନ୍ତିତ ହୋଇ ବସିଲି।


“ହେ ମନୁଷ୍ୟ ପୁତ୍ର, ନାପିତର କ୍ଷୁର ପରି ତୁମ୍ଭେ ଏକ ତୀ‌କ୍ଷ୍‌ଣ ‌‌ଖ‌ଡ଼୍‌ଗରେ ନିଜର ମସ୍ତକ ଓ ଦାଢ଼ି ଖିଅର ହେବ। ତହୁଁ ନିକିତିରେ ବାଳକୁ ଓଜନ କର ଏବଂ ଏହା ତିନି ଭାଗରେ ବିଭକ୍ତ କର। ତା'ପରେ ଏହାର ଏକ ତୃତୀୟାଂଶ ନିଅ ଏବଂ ତୁମ୍ଭର ଅବରୋଧ ସମାପ୍ତ ହେଲା ପରେ, ସେହି ବାଳକୁ ସେହି ‘ନଗର’ ନ‌କ୍‌ସାର ମଝିରେ ଦ‌ଗ୍‌ଧ କରିବ। ଆଉ ଏକ ତୃତୀୟାଂଶ ‌‌ଖ‌ଡ଼୍‌ଗରେ କାଟ ଓ ‘ନଗର’ ଚତୁର୍ଦ୍ଦିଗରେ ଭିଣି ଦିଅ। ଆଉ ଏକ ତୃତୀୟାଂଶ କେଶ ପବନର ମୁହଁକୁ ଫୋପାଡ଼ି ଦିଅ କାରଣ ଆମ୍ଭେ ସେମାନଙ୍କୁ ଦୂର ଦେଶ ପର୍ଯ୍ୟନ୍ତ ଅନୁସରଣ କରିବା ଓ ଖଣ୍ଡାରେ ସେମାନଙ୍କୁ ହତ୍ୟା କରିବା।


Swiv nou:

Piblisite


Piblisite