ଲେବୀୟ ପୁସ୍ତକ 13:3 - ପବିତ୍ର ବାଇବଲ3 ତହୁଁ ଯାଜକ ତା'ର ଶରୀରର ଚର୍ମ ଉପରିସ୍ଥ ଘା’ ଦେଖିବ, ଆଉ ଯେବେ ଘା’ର ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯେବେ ତା’ ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତେବେ ତାହା କୁଷ୍ଠରୋଗର ଘା’ ଅଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅଶୁଚି ବୋଲି ପ୍ରକାଶ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା ଦେଖିବ; ଆଉ ଯେବେ ଘା ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା ଯେବେ ତାହା ଶରୀରର ଚର୍ମଠାରୁ ନୀଚ ଦିଶେ, ତେବେ ତାହା କୁଷ୍ଠ ରୋଗର ଘା ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। Gade chapit laଓଡିଆ ବାଇବେଲ3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। Gade chapit la |