Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:31 - ପବିତ୍ର ବାଇବଲ

31 ପୁଣି ଯାଜକ ଯଦି ଦେଖିବ ସେହି ଘା’ ଚର୍ମର ନୀଚସ୍ଥ ହୋଇ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଲୋକକୁ ସାତ ଦିନ ପୃଥକ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ଆଉ, ଯାଜକ ଛଉର ଘାଆ ଦେଖନ୍ତେ, ଯେବେ ଦେଖ, ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ-ଘାʼଯୁକ୍ତ ଲୋକକୁ ସାତ ଦିନ ରୁଦ୍ଧ କରି ରଖିବ।

Gade chapit la Kopi

ଓଡିଆ ବାଇବେଲ

31 ଆଉ, ଯାଜକ ଛଉର ଘା’ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘା’ଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ଆଉ, ଯାଜକ ଛଉର ଘାʼ ଦେଖନ୍ତେ, ଯଦି ତାହା ଚର୍ମର ନୀଚସ୍ଥ ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ନ ଥାଏ, ତେବେ ଯାଜକ ସେହି ଛଉ ଘାʼଯୁକ୍ତ ଲୋକକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:31
3 Referans Kwoze  

“ସମୟେ ସମୟେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦେଖାଯାଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନ ଥାଏ, ତେବେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।


ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,


Swiv nou:

Piblisite


Piblisite