Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:33 - ପବିତ୍ର ବାଇବଲ

33 ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା ହେବ ନାହିଁ ଓ ଯାଜକ ସେହି ଛଉଥିବା ଲୋକକୁ ଆଉ ସାତ ଦିନ ପୃଥକ କରି ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

33 ତେବେ ସେ ଲଣ୍ତା ହେବ, ମାତ୍ର ଛଉ-ସ୍ଥାନ ଲଣ୍ତା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ରୁଦ୍ଧ କରି ରଖିବ।

Gade chapit la Kopi

ଓଡିଆ ବାଇବେଲ

33 ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ୍ କରି ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ତେବେ ସେ ଲଣ୍ଡା ହେବ, ମାତ୍ର ଛଉ ସ୍ଥାନ ଲଣ୍ଡା କରିବ ନାହିଁ; ପୁଣି ଯାଜକ ସେହି ଛଉଯୁକ୍ତ ଲୋକକୁ ଆଉ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:33
4 Referans Kwoze  

“ସମୟେ ସମୟେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦେଖାଯାଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନ ଥାଏ, ତେବେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।


ସପ୍ତମ ଦିନରେ ଯାଜକ ସେହି ଲୋକର ଘା’ ଦେଖିବ। ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ ହଳଦିବର୍ଣ୍ଣର ଲୋମ ହୋଇ ନ ଥାଏ, ଆଉ ତାହା ଚର୍ମର ନୀଚସ୍ଥ ଦେଖା ନ ଯାଏ,


ପୁଣି ସପ୍ତମ ଦିନରେ ଯାଜକ ସେହି ଛଉ ଦେଖିବ। ଯଦି ସେହି ଛଉ ଚର୍ମରେ ବଢ଼ି ନ ଥାଏ ଓ ତହା ଚର୍ମର ନୀଚ୍ଚସ୍ଥ ଦେଖା ନ ଯାଏ, ତେବେ ଯାଜକ ତାକୁ ଶୁଚି ବୋଲି ପ୍ରକାଶ କରିବ, ପୁଣି ସେ ଆପଣା ବସ୍ତ୍ର ଧୋଇ ଶୁଚି ହେବ।


Swiv nou:

Piblisite


Piblisite