ଲେବୀୟ ପୁସ୍ତକ 13:36 - ପବିତ୍ର ବାଇବଲ36 ତେବେ ଯାଜକ ସେହି ଲୋକକୁ ପୁନର୍ବାର ଦେଖିବ। ଯଦି ସେହି ଛଉ ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ଆଉ ହଳଦିବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ। ସେହି ଲୋକ ଅଶୁଚି। Gade chapit laପବିତ୍ର ବାଇବଲ (Re-edited) - (BSI)36 ତେବେ ଯାଜକ ତାହାକୁ ଦେଖିବ; ଆଉ ଦେଖ, ଯେବେ ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦିବର୍ଣ୍ଣ ଲୋମର ଅନ୍ଵେଷଣ କରିବ ନାହିଁ; ସେ ଅଶୁଚି। Gade chapit laଓଡିଆ ବାଇବେଲ36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT36 ତେବେ ଯାଜକ ତାହାକୁ ଦେଖିବ; ପୁଣି, ଯଦି ଛଉ ଚର୍ମରେ ବୃଦ୍ଧି ପାଇଥାଏ, ତେବେ ଯାଜକ ହଳଦି ବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ; କାରଣ ସେ ଅଶୁଚି ଅଟେ। Gade chapit la |