Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:37 - ପବିତ୍ର ବାଇବଲ

37 ଯଦି ଯାଜକ ଦୃଷ୍ଟିରେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉ ଆରୋଗ୍ୟ ହୋଇଅଛି, ସେ ଶୁଚି ହୋଇଅଛି, ଆଉ ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

37 ମାତ୍ର ତାହାର ଦୃଷ୍ଟିରେ ଯେବେ ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ଓଡିଆ ବାଇବେଲ

37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

37 ମାତ୍ର ତାହାର ଦୃଷ୍ଟିରେ ଯଦି ସେହି ଛଉ ବଢ଼ି ନ ଥାଏ ଓ ତହିଁରେ କୃଷ୍ଣବର୍ଣ୍ଣ ଲୋମ ଉଠିଥାଏ, ତେବେ ସେହି ଛଉର ଆରୋଗ୍ୟ ହୋଇଅଛି; ସେ ଶୁଚି ହୋଇଅଛି; ଆଉ, ଯାଜକ ତାହାକୁ ଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi




ଲେବୀୟ ପୁସ୍ତକ 13:37
3 Referans Kwoze  

ଯାଜକ ସେହି ଘା’ ଦେଖିବ, ଯଦି ତାହା ଚର୍ମର ନୀଚ୍ଚସ୍ଥ ଦେଖାଯାଏ, ତହିଁରେ ହଳଦିବର୍ଣ୍ଣ ସରୁ ଲୋମ ଥାଏ, ତେବେ ଯାଜକ ତାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ଛଉ, ତାହା ମସ୍ତକ ଅବା ଦାଢ଼ିର କୁଷ୍ଠରୋଗ।


ତେବେ ଯାଜକ ସେହି ଲୋକକୁ ପୁନର୍ବାର ଦେଖିବ। ଯଦି ସେହି ଛଉ ଚର୍ମରେ ବ୍ୟାପିଥାଏ, ତେବେ ଯାଜକ ଆଉ ହଳଦିବର୍ଣ୍ଣ ଲୋମର ଅନ୍ୱେଷଣ କରିବ ନାହିଁ। ସେହି ଲୋକ ଅଶୁଚି।


“ଯଦି କୌଣସି ବ୍ୟକ୍ତିର ଚର୍ମରେ ଧଳା ଛଉ ହୋଇଥାଏ।


Swiv nou:

Piblisite


Piblisite