Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:39 - ପବିତ୍ର ବାଇବଲ

39 ତେବେ ଯାଜକ ସେହି ଛଉ ଦେଖିବ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚି‌‌କ୍‌‌‌କଣ ଚିହ୍ନ ଅଳ୍ପ ମଳିନ ଶ୍ୱେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ କ୍ଷତିବିହୀନ ଯାଦୁ ରୋଗ ବୋଲି ବିବେଚିତ ହେବ ଓ ସେହି ଲୋକ ଶୁଚି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

39 ତେବେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି।

Gade chapit la Kopi

ଓଡିଆ ବାଇବେଲ

39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

39 ତେବେ ଯାଜକ ତାହା ଦେଖିବ; ପୁଣି ପ୍ରକୃତରେ, ଯଦି ସେମାନଙ୍କ ଶରୀରର ଚର୍ମରେ ସେହି ଚିକ୍କଣ ଚିହ୍ନ ଅଳ୍ପ ମଳିନ ଶ୍ଵେତବର୍ଣ୍ଣ ହୁଏ, ତେବେ ତାହା ଚର୍ମରୁ ଉତ୍ପନ୍ନ ଜାଦୁରୋଗ; ସେ ଲୋକ ଶୁଚି ଅଟେ।

Gade chapit la Kopi




ଲେବୀୟ ପୁସ୍ତକ 13:39
5 Referans Kwoze  

ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା'ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ।


ଯିଏ ପାପ ନ କରି କେବଳ ସତ୍କର୍ମ କରିଛି, ଏପରି ଜଣେ ଧାର୍ମିକ ପୃଥିବୀରେ ନିଶ୍ଚୟ ନାହିଁ।


“ଯଦି କୌଣସି ବ୍ୟକ୍ତିର ଚର୍ମରେ ଧଳା ଛଉ ହୋଇଥାଏ।


“ଯଦି କୌଣସି ଲୋକର ମୁଣ୍ଡରୁ ବାଳ ଉପୁଡ଼ି ଯାଏ ତେବେ ସେ ଚନ୍ଦା, ମାତ୍ର ସେ ଶୁଚି ଅଟେ।


Swiv nou:

Piblisite


Piblisite