ଲେବୀୟ ପୁସ୍ତକ 13:43 - ପବିତ୍ର ବାଇବଲ43 ଯାଜକ ତାହା ତେଖିବ, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠପରି ତାହା ଚନ୍ଦାମୁଣ୍ଡ କି ଚନ୍ଦା କପାଳର ରକ୍ତ ଶ୍ୱେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ, Gade chapit laପବିତ୍ର ବାଇବଲ (Re-edited) - (BSI)43 ତହୁଁ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ଶରୀରର ଚର୍ମସ୍ଥିତ କୁଷ୍ଠ ପରି ଚନ୍ଦା-ମୁଣ୍ତ କି ଚନ୍ଦା-କପାଳରେ ରକ୍ତଶ୍ଵେତବର୍ଣ୍ଣ ଘାଆର ଫୁଲା ଦେଖାଯାଏ; Gade chapit laଓଡିଆ ବାଇବେଲ43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘା’ର ଫୁଲା ଦେଖାଯାଏ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT43 ତହୁଁ ଯାଜକ ତାହା ଦେଖିବ; ପୁଣି, ଯଦି ଶରୀରର ଚର୍ମସ୍ଥିତ କୁଷ୍ଠରୋଗ ପରି ଚନ୍ଦା ମସ୍ତକ କି ଚନ୍ଦା କପାଳରେ ରକ୍ତ ଶ୍ଵେତବର୍ଣ୍ଣ ଘାʼର ଫୁଲା ଦେଖାଯାଏ; Gade chapit la |
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।