Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:49 - ପବିତ୍ର ବାଇବଲ

49 ଯେବେ ସେହି ଦାଗ ବସ୍ତ୍ରରେ କି ଚର୍ମରେ ବୁଣା କିମ୍ବା ଶିଲାଇ କପାଡ଼ା କିମ୍ବା କୌଣସି ଚର୍ମ ଜିନିଷରେ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୁଏ, ତେବେ ତାହା ଚର୍ମ ରୋଗର ଦାଗ ଓ ତାକୁ ଯାଜକକୁ ଦେଖାଇ ଦିଆଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

49 ଯେବେ ସେହି ଦାଗ ବସ୍ତ୍ରରେ କି ଚର୍ମରେ କି ଟାଣୀରେ କି ପଡୀୟାଣରେ କିମ୍ଵା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠ ରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।

Gade chapit la Kopi

ଓଡିଆ ବାଇବେଲ

49 ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତ ବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

49 ଯଦି ସେହି ଦାଗ ବସ୍ତ୍ରରେ କି ଚର୍ମରେ, ଟାଣୀରେ କି ପଡୀୟାଣରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ଶାଗୁଆ ବର୍ଣ୍ଣ କି ରକ୍ତବର୍ଣ୍ଣ ହୁଏ, ତେବେ ତାହା କୁଷ୍ଠରୋଗର ଦାଗ; ପୁଣି, ତାହା ଯାଜକକୁ ଦେଖାଇ ଦିଆଯିବ।

Gade chapit la Kopi




ଲେବୀୟ ପୁସ୍ତକ 13:49
5 Referans Kwoze  

ତା'ପରେ ଯୀଶୁ ତାହାକୁ କହିଲେ, “ଦେଖ, ଏ ବିଷୟରେ କାହାକୁ କିଛି କୁହ ନାହିଁ, ବରଂ ଯାଜକଙ୍କ ପାଖକୁ ଯାଅ ଓ ନିଜକୁ ଦେଖାଅ। ମୋଶାଙ୍କ ଆଦେଶ ଅନୁସାରେ ଦାନ ଦିଅ। ଏହା ଦ୍ୱାରା ଲୋକଙ୍କୁ ଦେଖେଇ ଦିଆଯାଇ ପାରିବ ଯେ ତୁମ୍ଭେ ଭଲ ହୋଇ ଯାଇଛ।”


ଯୀଶୁ ତାହାକୁ ଆଦେଶ ଦେଲେ, “ଏବେ ଯାହା ଘଟିଲା, ସେ କଥା କାହାରିକୁ କୁହ ନାହିଁ। କିନ୍ତୁ ଯାଜକଙ୍କ ପାଖକୁ ଯାଅ। ନିଜ ଦେହ ତାହାଙ୍କୁ ଦେଖାଅ। ତୁମ୍ଭେ ସୁସ୍ଥ ହୋଇଯାଇଥିବା ଯୋଗୁଁ ମୋଶାଙ୍କ ଆଦେଶ ଅନୁସାରେ ପରମେଶ୍ୱରଙ୍କ ନିକଟରେ ବଳି ଉତ୍ସର୍ଗ କର। ଏହା ଲୋକଙ୍କୁ ଦେଖେଇଦେବ ଯେ ତୁମ୍ଭେ ସୁସ୍ଥ ହୋଇ ଯାଇଛ।”


ଯାଜକ ସେହି ଦାଗ ଦେଖିବ ଓ ସେହି ଦାଗଥିବା ଦ୍ରବ୍ୟକୁ ସାତ ଦିନ ପୃଥକ ରଖିବ।


ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ।


Swiv nou:

Piblisite


Piblisite