Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:50 - ପବିତ୍ର ବାଇବଲ

50 ଯାଜକ ସେହି ଦାଗ ଦେଖିବ ଓ ସେହି ଦାଗଥିବା ଦ୍ରବ୍ୟକୁ ସାତ ଦିନ ପୃଥକ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯହିଁରେ ସେହି ଦାଗ ଥାଏ, ତାହା ସାତ ଦିନ ରୁଦ୍ଧ କରି ରଖିବ।

Gade chapit la Kopi

ଓଡିଆ ବାଇବେଲ

50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

50 ତହିଁରେ ଯାଜକ ସେହି ଦାଗ ଦେଖିବ, ପୁଣି ଯେଉଁଥିରେ ସେହି ଦାଗ ଥାଏ, ତାହା ସାତ ଦିନ ବନ୍ଦ କରି ରଖିବ।

Gade chapit la Kopi




ଲେବୀୟ ପୁସ୍ତକ 13:50
5 Referans Kwoze  

“ଆଉ ମଧ୍ୟ ଯାଜକମାନେ ମୋର ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ଶିଖାଇବେ।


ଯେବେ ସେହି ଦାଗ ବସ୍ତ୍ରରେ କି ଚର୍ମରେ ବୁଣା କିମ୍ବା ଶିଲାଇ କପାଡ଼ା କିମ୍ବା କୌଣସି ଚର୍ମ ଜିନିଷରେ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୁଏ, ତେବେ ତାହା ଚର୍ମ ରୋଗର ଦାଗ ଓ ତାକୁ ଯାଜକକୁ ଦେଖାଇ ଦିଆଯିବ।


ସେ ସପ୍ତମ ଦିନରେ ସେହି ଦାଗ ପରୀକ୍ଷା କରିବ, ଯଦି ବସ୍ତ୍ରରେ କି ବୁଣା କିମ୍ବା ଉ‌‌‌ଲ୍‌‌‌ରେ ଶିଲାଇ କପଡ଼ା କିମ୍ବା ଶଣ କିମ୍ବା ଚର୍ମ କିମ୍ବା କୌଣସି ଚର୍ମ ଜିନିଷରେ ସେହି ଦାଗ ଯଦି ବଢ଼ିଥାଏ ତେବେ ତାହା କ୍ଷୟ କୁଷ୍ଠ ଓ ସେହି ବସ୍ତ୍ର ଅଶୁଚି ଅଟେ। ତେଣୁ ସେହି ଦାଗ ଥିବା ବସ୍ତ୍ର, ସୂତାର ବା ଚମଡ଼ାର ହେଉ କିମ୍ବା ଲୋମ ନିର୍ମିତ ହେଉ ତାହା ଦ‌‌‌‌ଗ୍‌‌‌‌ଧ କରାଯିବ। କାରଣ ତାହା କ୍ଷୟ କୁଷ୍ଠ, ସେହି ବସ୍ତ୍ର କିମ୍ବା ଚର୍ମ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ ହେବା ଉଚିତ୍।


“ସମୟେ ସମୟେ ଜଣଙ୍କ ଶରୀରର ଚର୍ମ ଉପରେ ଧଳା ଛଉ ଦେଖାଯାଏ, ଯଦି ସେ ଚିହ୍ନ ଚର୍ମଠାରୁ ନୀଚ୍ଚ ନ ଥାଏ, ତେବେ ଯାଜକ ତାକୁ ଅନ୍ୟ ଲୋକମାନଙ୍କଠାରୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


ତେବେ ଯାଜକ ଗୃହରୁ ବାହାରି ଆସିବ ଓ ସେ ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ।


Swiv nou:

Piblisite


Piblisite