Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:55 - ପବିତ୍ର ବାଇବଲ

55 ଆଉ ତାହା ଧୂଆ ହେଲା ପରେ ଯାଜକ ଦେଖିବ, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି। ତାହା ବସ୍ତ୍ର ହେଉ କିମ୍ବା ଚର୍ମ ହେଉ ତାକୁ ନିଶ୍ଚୟ ଅଗ୍ନିରେ ଦ‌‌‌‌ଗ୍‌‌‌‌ଧ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ଆଉ ଦେଖ, ଯେବେ ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; ଚନ୍ଦା ଭିତରେ କି ବାହାରେ ଥିଲେ ତାହା କ୍ଷୟକାରକ।

Gade chapit la Kopi

ଓଡିଆ ବାଇବେଲ

55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

55 ଆଉ ସେହି ଦାଗ ଧୁଆଗଲା ଉତ୍ତାରେ ଯାଜକ ତାହା ଦେଖିବ; ପୁଣି, ଯଦି ସେହି ଦାଗର ବର୍ଣ୍ଣ ବଦଳି ନ ଥାଏ ଓ ସେହି ଦାଗ ବଢ଼ି ନ ଥାଏ, ତେବେ ତାହା ଅଶୁଚି ଅଟେ; ତୁମ୍ଭେ ତାହା ଅଗ୍ନିରେ ଦଗ୍ଧ କରିବ; କାରଣ ସେହି ଦାଗ ଭିତରେ ଥାଉ କି ବାହାରେ ଥାଉ, ତାହା କ୍ଷୟକାରକ।

Gade chapit la Kopi




ଲେବୀୟ ପୁସ୍ତକ 13:55
6 Referans Kwoze  

ଯଦି କୌଣସି ଲୋକଠାରେ ଏଗୁଡ଼ିକ ନାହିଁ, ତା'ହେଲେ ସେ ସ୍ପଷ୍ଟ ଭାବେ ଦେଖି ପାରିବ ନାହିଁ। ସେ ଲୋକ ଅନ୍ଧ। ସେ ପୂର୍ବକୃତ ପାପରୁ କ୍ଷମା ପାଇଅଛି ବୋଲି ଭୁଲିଯାଇଛି।


“‘ତୁମ୍ଭର ପାପ ତୁମ୍ଭକୁ ଅଶୌଚ କରେ। ମୁଁ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ। ତେଣୁ ତୁମ୍ଭେ ପୁନର୍ବାର ଶୁଚି ନ ହେଲେ, ମୁଁ ମୋର କ୍ରୋଧ ତୁମ୍ଭ ବିରୁଦ୍ଧରେ ପଠାଇବି।


ଯାଜକ ସେହି ଦାଗଯୁକ୍ତ ଦ୍ରବ୍ୟକୁ ଧୋଇବାକୁ ଆଜ୍ଞା ଦେବ। ପୁଣି ସାତ ଦିନ ତାକୁ ପୃଥକ କରି ରଖିବ।


“ମାତ୍ର ଧୂଆ ଗଲାପରେ ଯଦି ଯାଜକ ଦେଖିବ, ସେହି ଦାଗ ମଳିନ ହୋଇଥାଏ, ତେବେ ସେ ସେହି ବସ୍ତ୍ରରୁ କି ଚର୍ମରୁ ତାହା ଚିରି ପକାଇବ।


Swiv nou:

Piblisite


Piblisite