Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:58 - ପବିତ୍ର ବାଇବଲ

58 ଯଦି ବସ୍ତ୍ର ଓ ଚର୍ମ ନିର୍ମିତ ଦ୍ରବ୍ୟକୁ ଧୋଇଲା ପରେ ସେହି ଦାଗ ଗ୍ଭଲିଯାଏ, ତେବେ ତାହା ଦ୍ୱିତୀୟ ଥର ଧୂଆଯିବ ଓ ତହିଁରେ ତାହା ଶୁଚି ହେବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯେବେ ସେହି ଦାଗ ଯାଏ, ତେବେ ଦ୍ଵିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

58 ପୁଣି ଯେଉଁ ବସ୍ତ୍ର କି ଟାଣୀ କି ପଡୀୟାଣ କି ଚର୍ମ ନିର୍ମିତ କୌଣସି ଦ୍ରବ୍ୟ ଧୌତ କରିବ, ତହିଁରୁ ଯଦି ସେହି ଦାଗ ଯାଏ, ତେବେ ଦ୍ୱିତୀୟ ଥର ତାହା ଧୁଆଯିବ; ତହିଁରେ ତାହା ଶୁଚି ହେବ।”

Gade chapit la Kopi




ଲେବୀୟ ପୁସ୍ତକ 13:58
10 Referans Kwoze  

ଯୀଶୁ ହେଉଛନ୍ତି ବିଶ୍ୱସ୍ତ ସାକ୍ଷୀ। ମୃତ୍ୟୁରୁ ବଞ୍ଚି ଉଠିଥିବା ଲୋକଙ୍କ ମଧ୍ୟରେ ପ୍ରଥମ ଓ ସେ ଏହି ଜଗତର ରାଜାମାନଙ୍କର ରାଜା। ସେହି ଯୀଶୁ ଆମ୍ଭମାନଙ୍କୁ ପ୍ରେମ କରନ୍ତି। ସେହି ଯୀଶୁ ତାହାଙ୍କ ରକ୍ତ ଦେଇ ଆମ୍ଭମାନଙ୍କୁ ପାପରୁ ମୁକ୍ତ କରିଛନ୍ତି।


ସେଗୁଡ଼ିକ ଖାଦ୍ୟ, ପେୟ ଓ ବିଭିନ୍ନ ପ୍ରକାରର ଶୌଚକ୍ରିୟା କେବଳ ଶାରୀରିକ ବିଧିବିଧାନ ଅଟେ, ଏତଦ୍ଦ୍ୱାରା ହୃଦୟର ପରିବର୍ତ୍ତନ ହୁଏ ନାହିଁ। ପରମେଶ୍ୱରଙ୍କ ନୂତନ ଚୁକ୍ତିର ସମୟ ପର୍ଯ୍ୟନ୍ତ ପରମେଶ୍ୱର ସେହିସବୁ ନିୟମ ଲୋକମାନଙ୍କୁ ଦେଲେ।


ମୁଁ ପ୍ରଭୁଙ୍କୁ ତିନିଥର ପ୍ରାର୍ଥନା କଲି ଯେ ସେ ଏହି କଣ୍ଟକଟିକୁ ମୋ'ଠାରୁ ଦୂରେଇ ନିଅନ୍ତୁ।


ଅତଏବ, ଆସ ପରମେଶ୍ୱରଙ୍କ ପ୍ରତି ଭକ୍ତି ଥିବାରୁ ଆମ୍ଭ ଜୀବନଯାପନ ପ୍ରଣାଳୀରେ ନିଜକୁ ପବିତ୍ର କରିବା ଏବଂ ଆମ୍ଭ ଶରୀର ଓ ଆତ୍ମାକୁ ଅପବିତ୍ର କରୁଥିବା ପ୍ରତ୍ୟେକ ବିଷୟକୁ ଦୂର କରିବା।


ମୋ’ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମୋତେ ପବିତ୍ର କର।


ତେଣୁ ନାମାନ୍ ପରମେଶ୍ୱରଙ୍କ ଲୋକର ବାକ୍ୟାନୁସାରେ ଗଲେ ଓ ଯର୍ଦ୍ଦନ ନଦୀରେ ନିଜକୁ ସାତଥର ବୁଡ଼ାଇଲେ। ଏଥିରେ ତାଙ୍କର ଶରୀର ଶୁଚି ହେଲା ଓ ତାଙ୍କର ମାଂସ ବାଳକର ମାଂସ ତୁଲ୍ୟ କୋମଳ ହେଲା।


ଇଲୀଶାୟ ଏକ ଦୂତ ନାମାନ୍ ନିକଟକୁ ପଠାଇ କହିଲେ, “ଯାଅ, ଯର୍ଦ୍ଦନ ନଦୀରେ ସାତଥର ସ୍ନାନ କର। ତାହାହେଲେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”


ତଥାପି ଯଦି ସେହି ବସ୍ତ୍ରରେ କି ଚର୍ମରେ, ସେହି ଦାଗ ଥାଏ ଓ ତାହା ବଢ଼େ, ତାକୁ ତୁମ୍ଭେ ଅଗ୍ନିରେ ପୋଡ଼ି ପକାଇବ।


ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ୟ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହା ଅଟେ।


Swiv nou:

Piblisite


Piblisite