Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:59 - ପବିତ୍ର ବାଇବଲ

59 ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ୟ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହା ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

59 ଲୋମ କି ମସିନାନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।

Gade chapit la Kopi

ଓଡିଆ ବାଇବେଲ

59 ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

59 ଲୋମ କି ମସିନା ନିର୍ମିତ ବସ୍ତ୍ରର କିଅବା ଟାଣୀର କି ପଡୀୟାଣର କିଅବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟର କୁଷ୍ଠରୋଗର ଦାଗ ବିଷୟରେ ଶୁଚି ବୋଲି ପ୍ରକାଶ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହି।

Gade chapit la Kopi




ଲେବୀୟ ପୁସ୍ତକ 13:59
12 Referans Kwoze  

“ଆଉ ମଧ୍ୟ ଯେଉଁ ବସ୍ତ୍ରରେ କୁଷ୍ଠରୋଗର ଦାଗ ହୁଏ, ତାହା ଲୋମବସ୍ତ୍ର ହେଉ କି ମସିନା ବସ୍ତ୍ର ହେଉ, ତାହା ତନ୍ତରେ ବୁଣା ହେଉ କିମ୍ବା ହାତରେ ବୁଣା ହେଉ କିମ୍ବା ତାହା ଚର୍ମରେ କିମ୍ବା ଚର୍ମ ନିର୍ମିତ କୌଣସି ଦ୍ରବ୍ୟରେ ହେଉ।


ଯଦି ବସ୍ତ୍ର ଓ ଚର୍ମ ନିର୍ମିତ ଦ୍ରବ୍ୟକୁ ଧୋଇଲା ପରେ ସେହି ଦାଗ ଗ୍ଭଲିଯାଏ, ତେବେ ତାହା ଦ୍ୱିତୀୟ ଥର ଧୂଆଯିବ ଓ ତହିଁରେ ତାହା ଶୁଚି ହେବ।”


ସଦାପ୍ରଭୁ ମୋଶାଙ୍କୁ କହିଲେ,


“କୁଷ୍ଠରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା, “ସେ ଯାଜକ ନିକଟକୁ ଆସିବ ଓ ଯାଜକ ତାକୁ ଦେଖିବ।


ଯେଉଁ କୁଷ୍ଠରୋଗର ଘା’ଯୁକ୍ତ ଲୋକ ନିଜ ଶୌଚ ସମ୍ବନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ଅଟେ।


ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।


“ଏଣୁ ତୁମ୍ଭେ ଇସ୍ରାଏଲ ସନ୍ତନଗଣଙ୍କୁ ଅଶୁଚି ବିଷୟରେ ସତର୍କ କରିଦେବ। ଯଦି ତୁମ୍ଭେ ସେମାନଙ୍କୁ ବିଧି ବିଷୟରେ ନ ଜଣାଇବ, ତେବେ ସେମାନେ ଆମ୍ଭର ପବିତ୍ର ତମ୍ବୁକୁ ଅଶୁଚି କରି ଦେବେ। ଏଥିପାଇଁ ସେମାନେ ମୃତ୍ୟୁବରଣ କରିବେ।”


ଧାତୁ ସ୍ରାବ ଓ ବିର୍ଯ୍ୟ କ୍ଷରଣ ହେଉଥିବା ଲୋକମାନଙ୍କ ପାଇଁ ଏହିସବୁ ବିଧି। ଏବଂ ଏହା ଦ୍ୱାରା ଅଶୁଚି ହୁଏ।


“ଏହା ଈର୍ଷାଜନକ ବ୍ୟବସ୍ଥା, ଯଥା: ସ୍ତ୍ରୀ ସ୍ୱାମୀର ଅଧୀନରେ ଥାଉ ଥାଉ ବିପଥଗାମୀ ହୋଇ ଅଶୁଚି ହେଲେ।


ପୁରୁଷ ଓ ତାହାର ସ୍ତ୍ରୀ ବିଷୟରେ, ପିତା ଓ ପିତ୍ରାଳୟର ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହିସବୁ ଆଜ୍ଞା ଦେଲେ।


ସଦାପ୍ରଭୁ ଯିରୀହୋ ନିକଟସ୍ଥ ଯର୍ଦ୍ଦନ ସମୀପରେ ମୋୟାବ ପଦାରେ ମୋଶାଙ୍କୁ ବ୍ୟବସ୍ଥା ଦେଲେ। ଇସ୍ରାଏଲ ଲୋକମାନଙ୍କ ନିମନ୍ତେ ସଦାପ୍ରଭୁ ଏହିସବୁ ଆଜ୍ଞା ଓ ଶାସନ ଆଦେଶ ଦେଇଥିଲେ।


Swiv nou:

Piblisite


Piblisite