ଲେବୀୟ ପୁସ୍ତକ 14:18 - ପବିତ୍ର ବାଇବଲ18 ଆଉ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ। ପୁଣି ସେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହାପାଇଁ ପ୍ରାୟଶ୍ଚିତ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)18 ଏଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Gade chapit laଓଡିଆ ବାଇବେଲ18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ। Gade chapit la |