ଲେବୀୟ ପୁସ୍ତକ 14:19 - ପବିତ୍ର ବାଇବଲ19 “ତା'ପରେ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ କରିବ। ଏହା ପରେ ସେ ହୋମବଳି ବଧ କରିବ। Gade chapit laପବିତ୍ର ବାଇବଲ (Re-edited) - (BSI)19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Gade chapit laଓଡିଆ ବାଇବେଲ19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ। Gade chapit la |
ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।