Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:24 - ପବିତ୍ର ବାଇବଲ

24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ। ତା'ପରେ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳନ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ;

Gade chapit la Kopi

ଓଡିଆ ବାଇବେଲ

24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍‍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:24
4 Referans Kwoze  

ଆଉ ଯାଜକ ଗୋଟିଏ ଅଣ୍ଡିରା ମେଷବତ୍ସ ଓ ସେହି ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେଇ ଦୋଷାର୍ଥକ ବଳିରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ସେସବୁ ଦୋଳନୀୟ କରାଯିବ।


“ଅଷ୍ଟମ ଦିନରେ ସେ କୁଷ୍ଠରୋଗୀ ଦୁଇ ନିଖୁଣ ମେଷବତ୍ସ, ଏକବର୍ଷୀୟା ଏକ ନିଖୁଣ ମେଷବତ୍ସା, ଶସ୍ୟ ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋ‌‌‌‌ଗ୍‌‌‌‌ ତୈଳ ନେବ।


“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।


Swiv nou:

Piblisite


Piblisite