Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:25 - ପବିତ୍ର ବାଇବଲ

25 ତା'ପରେ ଯାଜକ ସେହି ଦୋଷାର୍ଥକ ବଳି ପାଇଁ ଉର୍ଦ୍ଦିଷ୍ଟ ମେଷବତ୍ସ ବଧ କରିବ। ଆଉ ସେଥିରୁ କିଛି ରକ୍ତ ନେଇ ଯାଜକ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi

ଓଡିଆ ବାଇବେଲ

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

25 ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;

Gade chapit la Kopi




ଲେବୀୟ ପୁସ୍ତକ 14:25
7 Referans Kwoze  

ଯେତେବେଳେ ତୁମ୍ଭେମାନେ ପରମେଶ୍ୱରଙ୍କୁ ଉପାସନା କରିବାକୁ ଯାଅ, ବହୁତ ସାବଧାନ ହୁଅ। ମୂର୍ଖମାନଙ୍କ ପରି ବଳିଦେବା ଅପେକ୍ଷା ପରମେଶ୍ୱରଙ୍କୁ ମାନିବା ଅଧିକ ଉତ୍ତମ। ମୂର୍ଖମାନେ ଜାଣନ୍ତି ମଧ୍ୟ ନାହିଁ, ଯେତେବେଳେ ସେମାନେ ମନ୍ଦକର୍ମ କରନ୍ତି।


ହେ ସଦାପ୍ରଭୁ, ତୁମ୍ଭେ ମୋତେ ଏହାକୁ ବୁଝିବାକୁ ସକ୍ଷମ କରିଛ। ତୁମ୍ଭେ ବଳିଦାନ ଓ ଶସ୍ୟ ନୈବେଦ୍ୟରେ ସନ୍ତୋଷ ନାହଁ, ତୁମ୍ଭେ ପ୍ରକୃତରେ ହୋମବଳି ଓ ପାପାର୍ଥକ ବଳି ଗ୍ଭହଁ ନାହିଁ।


ସେହି ଅଣ୍ଡିରା ମେଷକୁ ହତ୍ୟା କର ଏବଂ ତା'ର କିଛି ରକ୍ତ ସଂଗ୍ରହ କର। ସେହି ରକ୍ତକୁ ହାରୋଣର ଦକ୍ଷିଣକର୍ଣ୍ଣ ପ୍ରାନ୍ତରେ ଓ ତା'ର ପୁତ୍ରଗଣର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ ଲଗାଅ। ସେମାନଙ୍କର ଦକ୍ଷିଣହସ୍ତର ବୃଦ୍ଧା ଆଙ୍ଗୁଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଠି ଉପରେ ଏହା ଲଗାଅ। ପୁଣି ଯଜ୍ଞବେଦିର ଗ୍ଭହିଆଡ଼େ ରକ୍ତ ଛିଞ୍ଚ।


“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ଆଉ ମଧ୍ୟ ଯାଜକ ସେହି ତୈଳରୁ କିଛି ନେଇ ନିଜ ବାମହସ୍ତ ପାପୁଲିରେ ଢାଳିବ।


ତା'ପରେ ମୋଶା ମେଷକୁ ବଧ କଲେ ଓ ତାହାର କିଛି ରକ୍ତ ନେଇ ହାରୋଣର ଦକ୍ଷିଣ କର୍ଣ୍ଣ ଗହ୍ୱରରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ହାରୋଣର ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


Swiv nou:

Piblisite


Piblisite