Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:30 - ପବିତ୍ର ବାଇବଲ

30 “ପୁଣି ସେ ତା'ର ପ୍ରାପ୍ତିର ସାଧ୍ୟ ଅନୁସାରେ ସେ ଦୁଇ କପୋତ ବା ଦୁଇ ପାରା ଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;

Gade chapit la Kopi

ଓଡିଆ ବାଇବେଲ

30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ କପୋତ ଅବା ଦୁଇ ପାରାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;

Gade chapit la Kopi




ଲେବୀୟ ପୁସ୍ତକ 14:30
8 Referans Kwoze  

ପୁଣି ସେହି ଦରିଦ୍ର ଲୋକର ପ୍ରାପ୍ତିର ସାଧ୍ୟ ଅନୁସାରେ ଦୁଇଟି କପୋତ କିମ୍ବା ଦୁଇଟି ପାରା ଆଣିବ। ଆଉ ସେଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ।


ଆମ୍ଭର ପାପପୂର୍ଣ୍ଣ ସ୍ୱଭାବ ଦ୍ୱାରା ବ୍ୟବସ୍ଥା ଶକ୍ତି ହୀନ ହୋଇପାରେ। କିନ୍ତୁ ବ୍ୟବସ୍ଥା ଯାହା କରି ପାରି ନ ଥିଲା, ତାହା ପରମେଶ୍ୱର କଲେ। ପରମେଶ୍ୱର ନିଜ ପୁତ୍ରକୁ ସେଇ ମାନବ ଶରୀର ପ୍ରଦାନ କରି ପୃଥିବୀକୁ ପଠାଇଲେ, ଯେଉଁ ଶରୀରକୁ ଅନ୍ୟମାନେ ପାପ କାମରେ ଲଗାନ୍ତି। ପାପର ପ୍ରାୟଶ୍ଚିତ୍ତ ପାଇଁ ପରମେଶ୍ୱର ତାହାଙ୍କ ପୁତ୍ରଙ୍କୁ ପଠାଇଲେ। ସେଥିପାଇଁ ପରମେଶ୍ୱର ପାପକୁ ବିନାଶ କରିବା ପାଇଁ ମାନବ ଶରୀରକୁ ବ୍ୟବହାର କଲେ।


ପ୍ରଭୁଙ୍କ ନିୟମରେ ଆହୁରି ମଧ୍ୟ ଲେଖାଅଛି: “ତୁମ୍ଭକୁ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ମଧ୍ୟ ବଳି ଦେବାକୁ ହେବ।” ତେଣୁ ଏହି ବ୍ୟବସ୍ଥା ଅନୁସାରେ ବଳି ଦେବା ନିମନ୍ତେ ଯୋଷେଫ ଓ ମରିୟମ ଯିରୁଶାଲମକୁ ଗଲେ।


“ଯଦି ସେ ମେଷ ଶାବକ ଦେବାକୁ ଅକ୍ଷମ ତେବେ ସେ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆପଣା କୃତ ଦୋଷାର୍ଥକ ବଳିଦାନ ରୂପେ ଆଣିବ। ତହିଁରୁ ଗୋଟିଏ ପାପ ନିମନ୍ତେ ଓ ଅନ୍ୟଟି ହୋମବଳି ନିମନ୍ତେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।


ପୁଣି ଯାଜକ ଶୋଧନୀୟ ଲୋକ ପାଇଁ ପ୍ରାୟଶ୍ଚିତ କରିବାକୁ ନିଜ ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ।


ତାହାର ପ୍ରାପ୍ତିର ସାଧ୍ୟ ଅନୁସାରେ ଶସ୍ୟ ନୈବେଦ୍ୟ ସହିତ ଗୋଟିଏ ପାପାର୍ଥକ ବଳିରୂପେ ଓ ଅନ୍ୟଟି ହୋମବଳି ରୂପେ ଉତ୍ସର୍ଗ କରିବ। ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ କରିବ। ଫଳରେ ଲୋକଟି ଶୁଚି ହେବ।”


Swiv nou:

Piblisite


Piblisite