ଲେବୀୟ ପୁସ୍ତକ 14:34 - ପବିତ୍ର ବାଇବଲ34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ, ତୁମ୍ଭେମାନେ ପ୍ରବେଶ କଲେ ଯଦି ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶରେ କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ, Gade chapit laପବିତ୍ର ବାଇବଲ (Re-edited) - (BSI)34 ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Gade chapit laଓଡିଆ ବାଇବେଲ34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 “ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ; Gade chapit la |
ତୁମ୍ଭେମାନେ ସେଠାରେ ପ୍ରବେଶ କରିବା ମାତ୍ରେ, ତୁମ୍ଭେମାନେ ଏହିସବୁ ନିୟମ ସେହି ପ୍ରସ୍ତର ଉପରେ ଲେଖିବା ଉଚିତ୍। ଏହାକର ଯେତେବେଳେ ତୁମ୍ଭେମାନେ ଯର୍ଦ୍ଦନ ନଦୀ ପାର ହୋଇ ସେହି ଦେଶରେ ପ୍ରବେଶ କରିବାକୁ ଯାଉଛ, ଯାହା ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭଙ୍କୁ ଦେଉଛନ୍ତି। ଦୁଗ୍ଧମଧୁପ୍ରବାହୀତ ହେଉଥିବାର ଦେଶ ତୁମ୍ଭମାନଙ୍କର ପୂର୍ବପୁରୁଷଗଣଙ୍କର ସଦାପ୍ରଭୁ ପରମେଶ୍ୱର ଯେହେତୁ ପ୍ରତିଜ୍ଞା କରିଥିଲେ।