Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:36 - ପବିତ୍ର ବାଇବଲ

36 “ତହୁଁ ଯାଜକ ଗୃହର ସମସ୍ତ ଜିନିଷ ବାହାରକୁ ନେବାକୁ ଆଜ୍ଞା ଦେବ, ଯେପରି ସେଗୁଡ଼ିକ ଅଶୁଚି ନ ହୁଏ। ସମସ୍ତ ଜିନିଷ ବାହାରକୁ ଆସିଲା ପରେ ଯାଜକ ଦାଗ ଦେଖିବାକୁ ଗୃହରେ ପ୍ରବେଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

36 ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।

Gade chapit la Kopi

ଓଡିଆ ବାଇବେଲ

36 ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

36 ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରେ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ।

Gade chapit la Kopi




ଲେବୀୟ ପୁସ୍ତକ 14:36
7 Referans Kwoze  

ତା'ପରେ ମୁଁ ସ୍ୱର୍ଗରୁ ଆଉ ଏକ ସ୍ୱର ଶୁଣିଲି “ହେ ମୋର ଲୋକମାନେ, ତୁମ୍ଭେମାନେ ସେହି ନଗରରୁ ବାହାରି ଆସ, ତୁମ୍ଭେମାନେ ବାହାରି ଆସିଲେ, ତା'ର ପାପରେ ଭାଗୀଦାର ହେବ ନାହିଁ ଓ ତାହାର କ୍ଳେଶର ସହଭାଗୀ ହେବ ନାହିଁ।


ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ପରମେଶ୍ୱରଙ୍କ ଅନୁଗ୍ରହ ପାଇବାରେ ବଞ୍ଚିତ ହେବ ନାହିଁ। ସାବଧାନ ରୁହ ଯେପରି ତୁମ୍ଭମାନଙ୍କ ଭିତରୁ କୌଣସି ଲୋକ ତିକ୍ତତାମୂଳକ ନ ହେଉ। ସେଭଳି ଲୋକ ସମୁଦାୟ ଦଳକୁ ନଷ୍ଟ କରିଦେବେ।


ମୂର୍ଖଙ୍କ ଭଳି ଆଚରଣ କର ନାହିଁ। “ମନ୍ଦ ସଙ୍ଗୀମାନେ ଭଲ ଅଭ୍ୟାସଗୁଡ଼ିକୁ ନଷ୍ଟ କରିଦେବେ।”


ତେବେ ସେହି ଗୃହମାଲିକ ଯାଜକ ନିକଟକୁ ଆସି କହିବ, ‘ମୋ’ ଗୃହରେ ଦାଗ ସୃଷ୍ଟି ହେଲାପରି ମୋତେ ଦେଖାଯାଉଛି।’


ଯାଜକ ସେହି ଦାଗ ନିରୀକ୍ଷଣ ବେଳେ ଯଦି ଦେଖିବ ଦାଗ କାନ୍ଥର ଖାଲ ଭିତରେ ବସି ଯାଇଥିବ ଓ କିଞ୍ଚିତ ଶାଗୁଆ ବର୍ଣ୍ଣ କିମ୍ବା ରକ୍ତବର୍ଣ୍ଣ ହୋଇଥିବ ଓ ତାହା କାନ୍ଥର ନୀଚରୁ ଦେଖାଯିବ।


ଢାଙ୍କୁଣି ନ ଥିବା ପ୍ରତ୍ୟେକ ମେଲାପାତ୍ର ଅଶୁଚି ହେବ।


Swiv nou:

Piblisite


Piblisite