Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:53 - ପବିତ୍ର ବାଇବଲ

53 ତା'ପରେ ଯାଜକ ସେହି ଜୀଅନ୍ତା ପକ୍ଷୀକୁ ନଗର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ। ଏହିପରି ସେ ଗୃହ ପାଇଁ ପ୍ରାୟଶ୍ଚିତ କରିବ ଓ ଘରଟିକୁ ଶୁଚି କରିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

53 ମାତ୍ର ସେ ଜୀଅନ୍ତା ପକ୍ଷୀକି ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

53 ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

53 ମାତ୍ର ସେ ଜୀଅନ୍ତା ପକ୍ଷୀକୁ ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ।”

Gade chapit la Kopi




ଲେବୀୟ ପୁସ୍ତକ 14:53
4 Referans Kwoze  

ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।


ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ।


ସେହିସବୁ ଜିନିଷ ବ୍ୟବହାର କରି ସେ ଗୃହଟିକୁ ଶୁଚି କରିବ।


କୁଷ୍ଠରୋଗର ଯେକୌଣସି ଘା’ ଓ ଛଉର ଏହିସବୁ ବ୍ୟବସ୍ଥା।


Swiv nou:

Piblisite


Piblisite