Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:57 - ପବିତ୍ର ବାଇବଲ

57 ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

57 ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠ ରୋଗର ଏହି ବ୍ୟବସ୍ଥା।

Gade chapit la Kopi

ଓଡିଆ ବାଇବେଲ

57 ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

57 ଏହିସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠରୋଗର ଏହି ବ୍ୟବସ୍ଥା।

Gade chapit la Kopi




ଲେବୀୟ ପୁସ୍ତକ 14:57
7 Referans Kwoze  

ତାହାଦ୍ୱାରା ତୁମ୍ଭେମାନେ ପବିତ୍ର ଓ ଅପବିତ୍ର, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ସ୍ପଷ୍ଟ ଭାବରେ ଜାଣି ପାରିବ।


“ଆଉ ମଧ୍ୟ ଯାଜକମାନେ ମୋର ଲୋକମାନଙ୍କୁ ପବିତ୍ର କି ଅପବିତ୍ର ଆଉ ଶୁଚି ଓ ଅଶୁଚି ମଧ୍ୟରେ ପ୍ରଭେଦ ଶିଖାଇବେ।


ଏହା ପରେ ସଦାପ୍ରଭୁ କହିଲେ, “ହେ ଯିରିମିୟ, ତୁମ୍ଭେ ଯଦି ଫେରିବ ଓ ଆମ୍ଭର ସେବା କରିବ, ତେବେ ଆମ୍ଭେ ତୁମ୍ଭକୁ ପୁନର୍ବାର ଫେରାଇ ଆଣିବା। ପୁଣି ତୁମ୍ଭେ ଯଦି ମୂଲ୍ୟହୀନ କଥା ନ କହି ମୂଲ୍ୟବାନ୍ କଥା କହିବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ। ସେମାନେ ତୁମ୍ଭ ପାଖକୁ ଫେରି ଆସିବେ। ମାତ୍ର ତୁମ୍ଭେ ସେମାନଙ୍କ ପାଖକୁ ଫେରିଯିବ ନାହିଁ।


“ତୁମ୍ଭେମାନେ ମାରାତ୍ମକ ଚର୍ମ ରୋଗ ପ୍ରତି ସାବଧାନ ହେବା ଉଚିତ୍। ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁସବୁ ଶିକ୍ଷା ଦିଅନ୍ତି, ତଦନୁସାରେ କର୍ମକରିବା ପାଇଁ ଯତ୍ନ ପୂର୍ବକ ମନୋଯୋଗ କର। ମୁଁ ସେମାନଙ୍କୁ ଯେପରି ଆଜ୍ଞା ଦେଇଅଛି ସେହିରୂପେ କରିବାକୁ ତୁମ୍ଭେମାନେ ମନୋଯୋଗ କରିବା ଉଚିତ୍।


ଆଉ ଫୁଲା, ଦାଗ ଓ ଚି‌‌କ୍‌‌‌କଣ ଚିହ୍ନ ପାଇଁ,


ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ମଧ୍ୟ କହିଲେ,


ବସ୍ତ୍ର ହେଉ ବା ଚର୍ମ ନିର୍ମିତ ଦ୍ରବ୍ୟ ହେଉ କିମ୍ବା ଟାଣୀର ହେଉ, କୁଷ୍ଠ ଦାଗ ବିଷୟରେ ଶୁଚି ବୋଲି ପ୍ରମାଣ କରିବା ବା ଅଶୁଚି ବୋଲି ପ୍ରକାଶ କରିବାର ବ୍ୟବସ୍ଥା ଏହା ଅଟେ।


Swiv nou:

Piblisite


Piblisite