ଲେବୀୟ ପୁସ୍ତକ 14:7 - ପବିତ୍ର ବାଇବଲ7 ପୁଣି ଯାଜକ ସେହି କୁଷ୍ଠରୋଗୀ ଉପରେ ସାତଥର ରକ୍ତ ଛିଞ୍ଚିବ ଓ ଶୁଚି ହେଲା ବୋଲି ପ୍ରକାଶ କରିବ। ଆଉ ଅନ୍ୟ ଜୀଅନ୍ତା ପକ୍ଷୀଟିକୁ ନେଇ କ୍ଷେତ୍ରଆଡ଼େ ଛାଡ଼ିଦେବ। Gade chapit laପବିତ୍ର ବାଇବଲ (Re-edited) - (BSI)7 ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit laଓଡିଆ ବାଇବେଲ7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ। Gade chapit la |
“ହେ ଦାନିୟେଲ, ପରମେଶ୍ୱର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହେବାର ଲକ୍ଷ୍ୟ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହେବା। ଏହାର ଲକ୍ଷ୍ୟ ଲୋକମାନଙ୍କୁ ପ୍ରାୟଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାୟୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡ଼ିକ ଓ ଭବିଷ୍ୟଦ୍ବାଣୀ ଓ ପବିତ୍ର ସ୍ଥାନରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ୟ କରେ।