Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:9 - ପବିତ୍ର ବାଇବଲ

9 ସପ୍ତମ ଦିନରେ ସେ ନିଜର ସମସ୍ତ କେଶ ଅର୍ଥାତ୍ ମସ୍ତକର ଦାଢ଼ିରେ ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ। ପୁଣି ନିଜର ବସ୍ତ୍ର ଧୌଇ ଜଳରେ ସ୍ନାନ କରି ଶୁଚି ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।

Gade chapit la Kopi

ଓଡିଆ ବାଇବେଲ

9 ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।

Gade chapit la Kopi




ଲେବୀୟ ପୁସ୍ତକ 14:9
5 Referans Kwoze  

ଆଉ ଯଦି ନାସରୀୟ ବ୍ରତ ପାଳନ କରୁଥିବା ବ୍ୟକ୍ତିର ନିକଟରେ ରହୁଥିବା ବ୍ୟକ୍ତି ମରେ ଓ ସେ ନିଜର ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ ତେବେ ସେ ଶୌଚ ଦିନରେ ଆପଣା ମସ୍ତକ ଲଣ୍ତା କରିବ।


ସେମାନଙ୍କ ଶୁଚି କରିବାକୁ ଏହିରୂପେ କର। ସେମାନଙ୍କ ଉପରେ ଶୁଦ୍ଧ ଜଳ ସିଞ୍ଚନ କର ଓ ସେମାନେ ନିଜ ନିଜ ସମଗ୍ର ଶରୀର କ୍ଷୌର କରିବେ ଏବଂ ବସ୍ତ୍ର ଧୋଇବେ। ଏହିପରି ସେମାନେ ନିଜକୁ ନିଜେ ଶୁଚି କରନ୍ତୁ।


“ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତଦ୍ଦ୍ୱାରା ସେ ଶୁଚି ହେବ। ତା'ପରେ ସେ ଛାଉଣି ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହାରେ ରହିବ।


ତତ୍ପରେ ଯାଜକ ହୋମବଳି ଓ ଶସ୍ୟ ନୈବେଦ୍ୟ ଆଣି ଯଜ୍ଞବେଦିରେ ଉତ୍ସର୍ଗ କରିବ। ଏହିପରି ଯାଜକ ତାହା ପାଇଁ ପ୍ରାୟଶ୍ଚିତ କରିବ ଓ ସେ ଶୁଚି ହେବ।


ତେବେ ତୁମ୍ଭେ ତାହାକୁ ଆପଣା ଗୃହକୁ ଆଣିବ ପୁଣି ସେ ଆପଣା ମସ୍ତକ ମଣ୍ତନ କରି ନଖ କାଟିବ।


Swiv nou:

Piblisite


Piblisite