Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:1 - ପବିତ୍ର ବାଇବଲ

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ ମଧ୍ୟ କହିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,

Gade chapit la Kopi




ଲେବୀୟ ପୁସ୍ତକ 15:1
8 Referans Kwoze  

ଅତୀତରେ ପରମେଶ୍ୱର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ୟ‌‌ଦ୍‌‌‌‌ବକ୍ତାମାନଙ୍କ ମାଧ୍ୟମରେ କଥା କହିଥିଲେ।


ସଦାପ୍ରଭୁ ମୋର ପ୍ରଭୁ, କୌଣସି ଯୋଜନା ତାଙ୍କର ସେବକର ଅଗୋଚରରେ କରନ୍ତି ନାହିଁ।


ସଦାପ୍ରଭୁ ସର୍ବଦା ଗୁପ୍ତ ବିଷୟ ସବୁ ତାଙ୍କର ଅନୁଯୋଗୀମାନଙ୍କୁ କୁହନ୍ତି। ସେ ତାଙ୍କର ବ୍ୟବସ୍ଥା ସବୁ ସେମାନଙ୍କୁ ନିୟମ ପ୍ରଦାନ କରନ୍ତି।


ପୁଣି ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,


ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,


ଏହିସବୁ ହେଉଛି ବ୍ୟବସ୍ଥା। ଆଉ ମଧ୍ୟ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି ଏହା ଜାଣିବା ପାଇଁ ଏସବୁ ବିଧି ଅଟେ।


“ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ଯଦି କୌଣସି ପୁରୁଷର ଲିଙ୍ଗରୁ ଧାତୁ କ୍ଷରିତ ହୁଏ, ସେ ଅଶୁଚି ଘୋଷିତ ହେବା ଉଚିତ୍।


ଆଉ ସେହି ଅଶୁଚି ଲୋକ ଯଦି ଅନ୍ୟ କାହାରିକୁ ଛୁଏଁ, ତେବେ ସେ ମଧ୍ୟ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।”


Swiv nou:

Piblisite


Piblisite