ଲେବୀୟ ପୁସ୍ତକ 15:10 - ପବିତ୍ର ବାଇବଲ10 ଆଉ ଯଦି କେହି ତାହାର ତଳସ୍ଥ କୌଣସି ବସ୍ତୁକୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। ପୁଣି ଯେକେହି ତାହା ବହନ କରିବ, ସେ ନିଜର ବସ୍ତ୍ର ଧୋଇବ, ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laପବିତ୍ର ବାଇବଲ (Re-edited) - (BSI)10 ଆଉ, ଯେବେ କେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଓଡିଆ ବାଇବେଲ10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଆଉ, ଯେକେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଇଁବ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବୋହିବ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ। Gade chapit la |