ଲେବୀୟ ପୁସ୍ତକ 15:12 - ପବିତ୍ର ବାଇବଲ12 “ଯଦି କୌଣସି କ୍ଷରଣକାରୀ ମାଟିପାତ୍ରକୁ ଛୁଏଁ ତେବେ ସେହି ପାତ୍ରକୁ ଭାଙ୍ଗି ଦିଆଯିବ। ଆଉ ଯଦି କୌଣସି କାଠପାତ୍ରକୁ ଛୁଏଁ ତେବେ ତାହା ଜଳରେ ଧୁଆଯିବା ଉଚିତ୍। Gade chapit laପବିତ୍ର ବାଇବଲ (Re-edited) - (BSI)12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଏଁ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit laଓଡିଆ ବାଇବେଲ12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit laଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ପୁଣି, ପ୍ରମେହୀ ଯେଉଁ ମୃତ୍ତିକା ପାତ୍ର ଛୁଇଁବ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ। Gade chapit la |