Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 15:14 - ପବିତ୍ର ବାଇବଲ

14 ଅଷ୍ଟମ ଦିନରେ ସେହି ଲୋକ ଦୁଇଟି କପୋତ କିମ୍ବା ଦୁଇଟି ପାରାଛୁଆ ଆଣିବ। ସେ ସମାଗମ-ତମ୍ବୁ ଦ୍ୱାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକକୁ ଅର୍ପଣ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।

Gade chapit la Kopi

ଓଡିଆ ବାଇବେଲ

14 ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ଅଷ୍ଟମ ଦିନରେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ଦୁଇ କପୋତ ଅବା ଦୁଇ ପାରାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ବୁର ଦ୍ୱାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ।

Gade chapit la Kopi




ଲେବୀୟ ପୁସ୍ତକ 15:14
11 Referans Kwoze  

ମାତ୍ର ଗୋଟିଏ ବଳିଦାନ ଦ୍ୱାରା ଯୀଶୁ ନିଜ ଲୋକମାନଙ୍କୁ ସର୍ବଦା ପାଇଁ ସମ୍ପୂର୍ଣ୍ଣ ସିଦ୍ଧ କରିଦେଲେ। ସେହି ଲୋକମାନଙ୍କୁ ପବିତ୍ର କରାଯାଇଛି।


ଖ୍ରୀଷ୍ଟ ପାପଗୁଡ଼ିକ ପାଇଁ ଥରେ ମାତ୍ର ବଳିଦାନ ରୂପେ ସମର୍ପିତ କରିଥିଲେ, ଓ ସେହି ବଳିଦାନ ସବୁଦିନ ପାଇଁ ପର୍ଯ୍ୟାପ୍ତ ଅଟେ।


ପରମେଶ୍ୱର ଗ୍ଭହିଁଥିବା କର୍ମମାନ ଖ୍ରୀଷ୍ଟ କଲେ। ଓ ଏହା ଦ୍ୱାରା ତାହାଙ୍କ ଶରୀରର ବଳିଦାନ ହେତୁ ଆମ୍ଭେ ପବିତ୍ର ହେଲୁ। ଯୀଶୁ ସବୁଦିନ ପାଇଁ ପର୍ଯ୍ୟାପ୍ତ ହେଲା ଭଳି ଥରେମାତ୍ର ସେହି ବଳିଦାନ କଲେ।


ଅତଏବ, ଯୀଶୁ ଖ୍ରୀଷ୍ଟଙ୍କ ଭଳି ମହାଯାଜକ ଆମ୍ଭର ଆବଶ୍ୟକ ଥିଲା। ସେ ପବିତ୍ର, ତାହାଙ୍କଠାରେ କୌଣସି ପାପ ନାହିଁ। ସେ ପବିତ୍ର ଓ ପାପୀମାନଙ୍କ ଦ୍ୱାରା ପ୍ରଭାବିତ ନୁହନ୍ତି। ତାଙ୍କୁ ସ୍ୱର୍ଗଠାରୁ ମଧ୍ୟ ଉଚ୍ଚସ୍ଥାନକୁ ନିଆ ଯାଇଛି।


ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ୱର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗନ୍ୟ କଲେ, ଯେପରି ତାହାଙ୍କ ମାଧ୍ୟମରେ ଆମ୍ଭେ ପରମେଶ୍ୱରଙ୍କଠାରେ ଧାର୍ମିକ ଗଣିତ ହୋଇପାରିବା।


ପୁଣି ଅଷ୍ଟମ ଦିନରେ ନାସରୀୟ ଦୁଇଟି କପୋତ କିମ୍ବା ପାରା ସମାଗମ-ତମ୍ବୁ ଦ୍ୱାରରେ ଯାଜକ ନିକଟକୁ ଆଣିବ।


“ତା'ପରେ ପୁତ୍ର ବା କନ୍ୟା ପ୍ରସବର ଅଶୌଚ ଦିନ ପୂର୍ଣ୍ଣ ହେଲେ ସେ ବଳିଦାନ ନିମନ୍ତେ ଏକବର୍ଷୀୟ ଏକ ମେଷ ଶାବକ ଓ ପାପାର୍ଥକ ବଳି ନିମନ୍ତେ ଏକ କପୋତ ଛୁଆ କିମ୍ବା ପାରା ଛୁଆ ସମାଗମ-ତମ୍ବୁର ଦ୍ୱାରର ଯାଜକ ନିକଟକୁ ଆଣିବ।


“ଯଦି କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ପକ୍ଷୀ ବଳି ଉତ୍ସର୍ଗ କରିବ, ତେବେ ତାହା କପୋତ କିମ୍ବା ପାରା ଶାବକ ହୋଇଥିବ।


Swiv nou:

Piblisite


Piblisite